39 ମାର୍ତାକେ ମରିୟମ୍ ନାଉଁର୍ ଗଟେକ୍ ବଇନି ରଇଲା । ସେ ମାପ୍ରୁର୍ ପାଦେ ବସି ତାର୍ ବାକିଅ ସୁନ୍ତେରଇଲା ।
ତେଇ ଲକ୍ମନ୍ ସେ ଗଟ୍ନା ଦେକ୍ବାକେ ବାରଇ ଆଇଲାଇ ଆରି, ସେମନ୍ ଜିସୁର୍ ଲଗେ ଆସି ଜନ୍ ମୁନୁସର୍ ଟାନେଅନି ଡୁମାମନ୍ ବାରଇଲାଇ, ସେ ଲକ୍ ଲୁଗା ପିନ୍ଦି ନିକ ମନର୍ ସଙ୍ଗ୍ ଜିସୁର୍ ପାଦ୍ ତଲେ ବସି ରଇବାଟା ଦେକି ଡରିଗାଲାଇ ।
ସେଡ୍କିବେଲେ ମରିୟମ୍ ଜଟାମାଉଁସ୍ ନାଉଁର୍ ବେସି ଦାମେ ତିଆର୍ ଅଇଲା ଅଦ୍ ଲିଟର୍ ବାସ୍ନା ଚିକନ୍ ଆନି ଜିସୁର୍ ପାଦେ ରକଇ ନିଜର୍ ଚେଣ୍ଡିସଙ୍ଗ୍ ପୁଚିଦେଲା । ଆରି ସେ ଚିକନର୍ ସୁନ୍ଦର୍ ବାସ୍ନା ଗୁଲାଇ ଗର୍ ଗମ୍କିଗାଲା ।
“ମୁଇ ଗଟେକ୍ ଜିଉଦି ଲକ୍, ସିଲିସିଆର୍ ତାର୍ସିସେ ମର୍ ଜନମ୍, ମାତର୍ ମୁଇ ଜିରୁସାଲାମେ କାଇପିଇ ବଡ୍ ଅଇରଇଲି ଆରି ଗମଲିଏଲର୍ ସିସ୍ ରଇଲି । ଆମର୍ ଆନିଦାଦିମନର୍ ରିତିନିତି, ମୁଇ ଟିକ୍ ଇସାବେ ସିକିରଇଲି ଆରି ତମର୍ ପାରା ପର୍ମେସର୍କେ ମାନିକରି ଜିଇତେରଇଲି ।
ତିନ୍ଦିନ୍ ପଚେ ସେମନ୍ ତାକେ ମନ୍ଦିରେ ଦେକ୍ଲାଇ, ସେ ସାସ୍ତର୍ ସିକାଉମନର୍ ମଜାଇ ବସି, ତାକର୍ କାତା ସୁନ୍ତେରଇଲା, ଆରି ପର୍ସନ୍ ପାଚାର୍ତେରଇଲା ।
ବେତ୍ନିଆ ଗଡେ ଲାଜାର୍ ନାଉଁର୍ ଗଟେକ୍ ଲକ୍କେ ଜର୍ ଅଇରଇଲା । ମରିୟମ୍ ଆରି ତାର୍ ବଇନି ମାର୍ତା ସେ ଗାଏଁ ରଇଲାଇ ।
ମାତର୍, ଗଟେକ୍ ବିସଇ ଆକା ସବୁର୍ଟାନେଅନି ମୁକିଅ । ସେଟା ମରିୟମ୍ ବାଚିକରି ନେଇଆଚେ । ସେଟା ତାର୍ଟାନେଅନି କେ ନେଇ ନାପାରତ୍ ।”
ଆରି ଜିଉଦିମନର୍ ତେଇଅନି କେତେକ୍ କେତେକ୍ ଲକ୍ମନ୍ ମାର୍ତା ଆରି ମରିୟମ୍ ଲଗେ ତାର୍ ମରିଜାଇରଇବା ବାଇର୍ ବିସଇ ସାଁତାଇବାକେ ଆସିରଇଲାଇ ।