ଲୁକ୍ 12:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 “ଆରି ଜେଡେବେଲେ ସେମନ୍ ତମ୍କେ ଜିଉଦି ଲକ୍ମନର୍ ପାର୍ତନା ଗରେ, ସାସନ୍ କର୍ବା ଲକ୍ମନର୍ଟାନେ କି ବିନ୍ ବିନ୍ ଅଦିକାରି ମନର୍ଟାନେ ବାନ୍ଦିନେଲେ, ସେଡ୍କିବେଲେ କାଇଟାବଲି କଇସା, ସେ ବିସଇ ନେଇକରି ଚିନ୍ତା କରାନାଇ । Gade chapit la |
ସେଟାର୍ ପାଇ ମୁଇ ତମ୍କେ କଇଲିନି, ତମର୍ ଲଗେ ବବିସତ୍ବକ୍ତାମନ୍କେ, ସିକାଇବା ଗୁରୁମନ୍କେ ଆରି ଗିଆନ୍ ରଇବା ବଡ୍ ଲକ୍ମନ୍କେ ମୁଇ ପାଟାଇବି । ତାକର୍ ବିତ୍ରେଅନି ତମେ କେତେ ଲକ୍କେ ମରାଇସା, କେତେ ଲକ୍କେ କୁର୍ସେ ଚଗାଇସା, ଆରି ବାକି ଲକ୍ମନ୍କେ ପାର୍ତନା ଗରେଅନି କର୍ଡା ସଙ୍ଗ୍ ମାରି ମାରି ଗଟେକ୍ ନଅରେ ଅନି ଆରିଗଟେକ୍ ନଅରେ କେଦି ଦେଇସା ।