ଲୁକ୍ 12:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ଜେ ନିଜର୍ପାଇ ଦନ୍ ଜତନ୍ କରି ସଙ୍ଗଇସି, ସେ ପର୍ମେସରର୍ ମୁଆଟେ ସାଉକାର୍ ନଏଁ, ତାର୍ପାଇ ଏନ୍ତାରି ଗଟ୍ସି ।” Gade chapit la |
କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।