28 ଆଜି ଜନ୍ ଗାଁସ୍ ପଦାଇ ଆଚେ, କାଲିକେ ସେଟା ରୁଣ୍ଡାଇ ଜଇ ଲାଗାଇବାଇ । ସେଟାକେ ପର୍ମେସର୍ ଏନ୍ତାରି ବେସ୍ ଦେଲାନି ବଇଲେ, ଏ ଅଲପ୍ ବିସ୍ବାସ୍ କର୍ବା ଲକ୍ମନ୍, ସେ ତମ୍କେ ପିନ୍ଦ୍ବାକେ କେତେକ୍ ଅଦିକ୍ ଦେଇସି !”
ଜିସୁ ସେ ଦାପ୍ରେ, ଆତ୍ ଲାମାଇକରି ତାକେ ଦାରିକରି କଇଲା, “ଏ ଅଲପ୍ ବିସ୍ବାସ୍ କରୁ, କାଇକେ ଦୁଇମନିଆ ଅଇଲୁସ୍ନି ?”
ଜିସୁ ସେମନ୍କେ କଇଲା, “ତମର୍ ବିସ୍ବାସ୍ ବେସି ଦୁର୍ବଲ୍ । ମୁଇ ତମ୍କେ ସତ୍ କଇଲିନି, ଜଦି ଗଟେକ୍ ସର୍ସୁ ମୁଞ୍ଜି ଏତ୍କି ତମର୍ ବିସ୍ବାସ୍ ରଇଲେ, ଏ ଡଙ୍ଗର୍, ଇତିଅନି ତେଇ ଗୁଚି ଜିବାକେ କଇଲେ, ସେଟା ଗୁଚି ଜାଇସି । ବିସ୍ବାସର୍ ଲାଗି ତମେ ସବୁ ବିସଇ କରିପାରାସ୍ ।”
ଆଜି ପଦାଇ ରଇଲା ଗାଁସ୍ କାଲିକେ ନ ମିସା ରଏ । କାଟିକରି ଜଇଟାନେ ପଡାଇଦେବାଇ । ଏଲେମିସା ତାକେ ପର୍ମେସର୍ ଏନ୍ତି ସୁନ୍ଦର୍ ବେସ୍ ଦେଇସି, ତେବେ ଏ ଅଲପ୍ ବିସ୍ବାସିମନ୍, ସେ ବାଇଦରେ ତମ୍କେ ଅଦିକ୍ ନିମାନ୍ ବସ୍ତର୍ ନ ଦେଏ କି ? ଦେଇସିସେ ।
ସାସ୍ତରେ ଲେକାଅଇଲାପାରା, ଗୁଲାଇ ମୁନୁସ୍ ଜାତି ଗାଁସ୍ ପାରା । ତାକର୍ ବାନିମୁର୍ତି ଗାଁସର୍ ପୁଲ୍ପାରା । ଗାଁସ୍ ସୁକିଜାଇସି ଆରି ପୁଲ୍ ଜଡିଜାଇସି ।
ସେ ସିସ୍ମନ୍କେ କଇଲା, “ତମର୍ ବିସ୍ବାସ୍ କେନେ ଅଇଲା ?” ମାତର୍ ସେମନ୍ ଡରିକରି କାବାଅଇ ନିଜେ ନିଜେ କଇବାର୍ ଦାର୍ଲାଇ । “ତେବେ ଏ କେ ଜେ ପବନ୍ ଆରି ପାନିକେ ମିସା ଆଦେସ୍ ଦେଲା ଦାପ୍ରେ, ସେଟା ସବୁ ତାର୍ ଆଦେସ୍ ମାନ୍ବାଇ ।”
ଜିସୁ କଇଲା, “ତମର୍ କେଡେ ଡାଟ୍ ନ ରଇବା ବିସ୍ବାସ୍ ଆରି ବୁଲ୍ ! ତମର୍ ସଙ୍ଗ୍ ଆରି ମୁଇ କେତେ ଦିନ୍ ରଇବି ? ଆରି କେତେ ଦିନ୍ ତମର୍ ଚଲାଚଲ୍ତିଟା ସୁନି ସୁନି ତୁମ୍ପୁଡି ରଇବି ? ସେ ପିଲାକେ ମର୍ ଲଗେ ଆନା ।”
ସେମନ୍ କାଇଟା କଇତେ ରଇଲାଇ ସେଟା ଜାନି ଜିସୁ ସେମନ୍କେ କଇଲା, “ତମର୍ ଲଗେ ରୁଟି ନାଇ ବଲି କାଇକେ କୁଆବଲା ଅଇଲାସ୍ନି ? ତମର୍ ବିସ୍ବାସ୍ କେତେ ଦୁର୍ବଲ୍ ।
ଜିସୁ ସେମନ୍କେ କଇଲା, “ଏ ବିସ୍ବାସେ ଡାଟ୍ ନ ରଇଲା ଲକ୍ମନ୍, ତମେ କାଇକେ ଏତେକ୍ ଡରିଗାଲାସ୍ନି ?” ଜିସୁ ବାଉପବନ୍କେ ଆରି ଲଅଡିକେ ଦମ୍କାଇଲା । ତେବର୍ପାଇ ବାଉପବନ୍ ଆରି ଲଅଡି ତବିର୍ ଅଇଗାଲା ।
ବର୍ସା ପାନି ଜମିଟାନେ ମାର୍ଲେ ସେ ପାନି ଜମି ଜିକିନେଇସି । ସେନ୍ତାରି ଜମିକେ ପର୍ମେସର୍ ଆସିର୍ବାଦ୍ କର୍ସି । ସେନ୍ତାରି ଜମିଟାନେ ଲକ୍ମନ୍କେ ଦର୍କାର୍ ଅଇବା ଚାସ୍ କରିଅଇସି ।