35 “ତମର୍ ଆଟର୍ ତୁଆଲ୍ ବାନ୍ଦିଅଇ ସେବା କର୍ବାକେ ଜାଗିରୁଆ, ଆରି ବତି ଲାଗ୍ତେରଅ ।
ସେଟାର୍ପାଇ ତମେ ନିଜର୍ ନିଜର୍ ମନେ ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ଜାଗିରୁଆ । ଆରି ଜିସୁ କିରିସ୍ଟ ବାଉଡି ଆଇବା ବେଲାଇ ସେ ଜନ୍ ଆସିର୍ବାଦ୍ ତମ୍କେ ଦେଇସି, ସେଟା ମିଲ୍ସି ବଲି ପୁରାପୁରୁନ୍ ଆସା ଉଆ ।
ତେବେ ଜୁଇଦର୍ପାଇ ତମେ ଏନ୍ତାରି ଜାଗ୍ରତ୍ ଉଆ । ଜେନ୍ତାରି କି, ପର୍ମେସରର୍ ସତ୍ ଆଁଟାବେଡା, ଆଁଟାଇ ବାନ୍ଦିଅଇ, ତାର୍ ଦରମର୍ ସାଞ୍ଜୁ ଜଗାଡି ଅଇ,
ସେନ୍ତାରିସେ ତମର୍ ଉଜଲ୍ ଲକ୍ମନର୍ଟାନେ ଉଜଲ୍ ଡିସ । ସେନ୍ତାର୍ଆଲେ ତମର୍ ସତ୍କାମ୍ ଦେକି ସେମନ୍ ସର୍ଗେ ରଇବା ବାବା ପର୍ମେସରର୍ ଡାକ୍ପୁଟା କର୍ବାଇ ।
“ସେଡିକିବେଲେ ସରଗ୍ ରାଇଜେ କେଟ୍ବା ବାଟ୍ ଏନ୍ତି ଅଇସି । ଦସ୍ଟା ଦାଙ୍ଗ୍ଡିମନ୍ ସବୁ ଲକ୍ ଗଟେକ୍ ଗଟେକ୍ ବତି ଦାରି ବାଟେ, ବର୍ ଦାଙ୍ଗ୍ଡାକେ ଜାଗ୍ବାର୍ ଜାଇରଇଲାଇ ।
ଏନ୍ତାରିକଲେ, ତମେ କାରାପ୍ କାମ୍ କଲାସ୍ନି ବଲି ବିନ୍ଲକ୍ କାଇ ଦସ୍ ନ ଦାରତ୍ ଆରି ତମେ ସୁକଲ୍ ଅଇସା । ପାପ୍କରି କାରାପ୍ କାମ୍ କର୍ବା ଲକ୍ମନର୍ ମଜାଇ ପର୍ମେସରର୍ ସିଦ୍ ପିଲାଟକି ଇସାବେ ତମେ ରଇସା । ତାକର୍ ବିତ୍ରେ ଆନ୍ଦାର୍ ଜଗତେ ଉଜଲ୍ ଜଟକ୍ଲା ପାରା ତମର୍ ଚଲାଚଲ୍ତି ଡିସ୍ସି ।
ମାପ୍ରୁ ବିବା ବଜିଟାନେଅନି ବାଉଡିଆସି କାପାଟେ ବାଜାଉ ବାଜାଉ ଜନ୍ଲକ୍ମନ୍ ଦାପ୍ରେ କାପାଟ୍ ଉଗାଡ୍ବାକେ ଜାଗିରଇବାଇ, ତମେ ସେମନର୍ପାରା ଅଇରୁଆ ।