ଲୁକ୍ 12:37 - ସତିଅର୍ ବାଟ୍ ନୁଆ ନିୟମ୍ 202037 ମାପ୍ରୁ ଆସି ଜନ୍ ଦାଙ୍ଗ୍ଡାମନ୍କେ ଜାଗ୍ରତ୍ ରଇବାଟା ଦେକ୍ସି, ସେମନ୍ କେଡେ ନିକ କରମର୍ ଲକ୍ । ମୁଇ ତମ୍କେ ସତ୍ କଇଲିନି, ସେ ନିଜର୍ ଆଁଟାଇ ତୁଆଲ୍ ବାନ୍ଦିକରି, ସେମନ୍କେ କାଇବାକେ ବସାଇ, ତାକର୍ଲଗେ ଜାଇ ସେବାକର୍ସି । Gade chapit la |
ତାର୍ପଚେ ସର୍ଗେଅନି ମୁଇ ଏନ୍ତାରି ସୁନ୍ଲି । “ଏଟା ଲେକି ସଙ୍ଗଇର । ଏବେଅନି ମାପ୍ରୁଟାନେ ମିସ୍ଲାପଚେ ମରିଜିବାଇ ସେ ଲକ୍ମନ୍ କେଡେକ୍ କରମର୍ ଲକ୍ । ଉଁ ବଲି ଆତ୍ମା କଇଲାନି । ଏଟା ସତଇସେ ଗଟ୍ସି, ତାକର୍ ଆବଡ୍ କାମେଅନି ଚନେକ୍ ପୁଣ୍ଡ୍ବାକେ ସେଟା ତାକର୍ ବେଲା ରଇସି । କାଇକେବଇଲେ ସେମନ୍ କରିରଇବା ନିକ କାମର୍ ଲାଗି ସେମନ୍ ପୁରୁସ୍କାର୍ ପାଇବାଇ ।”