ଲୁକ୍ 12:48 - ସତିଅର୍ ବାଟ୍ ନୁଆ ନିୟମ୍ 202048 ମାତର୍ ଜେ ତାର୍ ମନ୍କଲାଟା ନାଜାନିକରି, ଡଣ୍ଡ୍ମିଲ୍ବା କାମ୍ କର୍ବାର୍ ଦାର୍ସି, ତାକେ ଅଲପ୍ ମାଡ୍ ଅଇସି । ଜନ୍ ଲକ୍କେ ଅଦିକ୍ ଦିଆଅଇରଇସି, ତାକେ ଅଦିକ୍ ଦାବି କରାଅଇସି । ଆରି ଲକ୍ମନ୍ ତାକେ ଜାର୍ଲଗେ ଅଦିକ୍ ସର୍ପି ଦେଲାଇଆଚତ୍, ଅଦିକ୍ ଅଦିକ୍ ଦାବି କର୍ବାଇ ।” Gade chapit la |