50 ମାତର୍ ମକେ ଆରି ଗଟେକ୍ ଡୁବନେ ଡୁବନ୍ ନେବାକେ ପଡ୍ସି, ଆରି ସେଟା ନ ସାର୍ବାଜାକ, ମର୍ ମନ୍ବିତ୍ରେ କେନ୍ତି କସ୍ଟ ଲାଗ୍ଲାନି ।
ଜିସୁ ସେଟା କାଇକରି “ସାରିଗାଲାବେ ! ” ବଲି କଇଲା । ଏତ୍କି କଇକରି ତାର୍ ଆତ୍ମା ସର୍ପିଦେଲା ।
ଜିସୁ ସେମନ୍କେ କଇଲା, “ମକେ ପାଟାଇରଇବା ପର୍ମେସର୍ ମନ୍କଲାଟା ମାନିକରି ଆରି ସେ ଦେଇରଇବା କାମ୍ ପୁରାପୁରୁନ୍ କର୍ବାଟାସେ ମର୍ କାଦି ।
ତାର୍ ବାଇମନ୍ ପରବ୍ ଟାନେ ଗାଲାପଚେ, ଜିସୁ ମିସା ତେଇ ଗାଲା । ସେ ସବୁଲକ୍ ଦେକ୍ଲାପାରା ନ ଜାଇକରି ଲୁଚ୍ତେ ଗାଲା ।
ଏବେ ସୁକଲ୍ଆତ୍ମାର୍ ଚାଲ୍ନାଦେଲା ଆଦେସ୍ ମାନିକରି, ମୁଇ ଜିରୁସାଲମେ ଗାଲିନି । ତେଇ ମକେ କାଇଟା ଅଇସି ନାଜାନି ।
ମାତର୍ ଜିସୁ ପିତର୍କେ କଇଲା, “ତର୍ କାଣ୍ଡା ଜାଗ୍ରତ୍ କରି କଲ୍ ବିତ୍ରେ ପୁରାଇ ସଙ୍ଗଇ ଦେସ୍ । ମର୍ ବାବା ପର୍ମେସର୍ ମକେ ଜନ୍ ଦୁକ୍କସ୍ଟ ପାଇବାକେ ପାଟାଇ ଆଚେ, ସେଟା ମୁଇ ନ ପାଇ କି ?”
ଆରି ନିଜର୍ ନିଜର୍ ପାପ୍ କଲାଟା ମାନିଅଇକରି ଜଅନର୍ ଟାନେ ଜାଇ ଜର୍ଦନ୍ ଗାଡେ ଡୁବନ୍ ନେଇତେ ରଇଲାଇ ।
ଜିସୁ କଇଲା, “ମୁଇ ଏ ଦୁନିଆଇ ଜଇ ଲାଗାଇବାର୍ ଆଇଲିଆଚି । ସେଟା ଜଦି ଲାଗ୍ବାକେ ଆରାମ୍ ଅଇଲାନି, ସେନ୍ତାର୍ଆଲେ ମୁଇ ମନ୍କଲାଟା ପୁରାପୁରୁନ୍ ଅଇଗାଲାବେ ।