29 ଆରି ଜିଉଦି ନଇଲା ଲକ୍ମନ୍ ଏ ଦୁନିଆର୍ ସବୁ କନ୍ଦିବିକନ୍ଦି ଅନି ଆସି ପର୍ମେସରର୍ ରାଇଜେ କାଇବାକେ ବସ୍ବାଇ ।
ସାରାସାରିପଚେ ପାଉଲ୍ କଇଲା “ତେବେ ପରମେସରର୍ ମୁକ୍ତି ଜିଉଦିନଇଲା ଲକ୍ମନର୍ ପାଇ ଆଇଲା ଆଚେ । ଏଟା ତମେ ଜାନିରୁଆ, ସେମନ୍ ମିସା ସେଟା ମାନ୍ବାଇ ।”
ତମେ ବିସ୍ବାସ୍ କରିଲାଗିରଇଲେ, ତମର୍ ବିସ୍ବାସ୍ ଡାଟ୍ ରଇସି । ସୁବ୍ କବର୍ଟାନେ ମାପ୍ରୁ ଜନ୍ ଆସା ଦେବି ବଲି କାତା ଦେଇଆଚେ, ସେ ଆସା ପାଇବାଟାନେଅନି ତମ୍କେ କେ ମିସା ନ ତେବାଅତ୍ । ଏ କବର୍ ତମେ ଆଗ୍ତୁ ସୁନିସାରାଇଆଚାସ୍ । ଆରି ଜଗତର୍ ଗୁଲାଇଲକ୍କେ ଜାନାଇଅଇଆଚେ । ଏ ସୁବ୍ କବର୍ ଜାନାଇବାକେ ମୁଇ ପାଉଲ୍ ଗଟେକ୍ ଗତିଦାଙ୍ଗ୍ଡା ଅଇଲିଆଚି ।
ସେବେଲା ମର୍ ଦୁତ୍ମନ୍କେ ପାଟାଇକରି ଦୁନିଆ ସାର୍ଲାଅନି ଆରି ସରଗ୍ ଚିଡ୍ଲା ତେଇଅନି ପର୍ମେସର୍ ବାଚ୍ଲା ଲକ୍ମନ୍କେ ଟୁଲିଆଇବି ।”
ଏ କାତା ତମର୍ ମନେ ର, ପୁରୁବ୍ ଆରି ପସ୍ଚିମ୍ ବାଟର୍ ଦେସେଅନି କେତେ କେତେ ଲକ୍ ସରଗ୍ ରାଇଜେ ଆସି ଅବ୍ରାଆମ୍ ଇସାକ୍ ଆରି ଜାକୁବର୍ ସଙ୍ଗ୍ ବଜିତେଇ ଗଟେକ୍ଟାନେ କାଇବାକେ ବସ୍ବାଇ ।
ଗୁଲାଇ ଜଗତର୍ କେତେକ୍ କେତେକ୍ ଲକ୍ମନ୍ ଏ ସୁବ୍କବର୍ ବିସ୍ବାସ୍କରି ତାକର୍ ମନ୍ ବାଦ୍ଲାଇଲାଇନି । ତମେ ସୁବ୍କବର୍ ସୁନ୍ଲା ପର୍ତୁମ୍ ଦିନେଅନି ତମର୍ ବିତ୍ରେ ମିସା ଏନ୍ତାରିସେ ଅଇରଇଲା ଆରି ପର୍ମେସର୍ ଜିବନ୍ ଦୁକାଇଲା ସତ୍ ବିସଇ ତମେ ପୁରାପୁରୁନ୍ ଜାନିରଇଲାସ୍ ।
ଆରି ଦେକା, ସାରାସାରି ରଇଲା ଲକ୍ ଆଗ୍ତୁ ଅଇବାଇ ଆରି ଆଗ୍ତୁ ରଇବା ଲକ୍ମନ୍ ପଚେ ଅଇଜିବାଇ ।”