ଲୁକ୍ 14:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ତେବେ ତୁଇ ବଜି କଲେ ଗରିବ୍, କାଣା, ଚଟା ଆରି ଚେରେଙ୍ଗ୍ରଗି ଏନ୍ତାରି ଲକ୍ମନ୍କେ ଡାକି ଦେସ୍ । Gade chapit la |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।