17 ସେବେଲେ ତାକେ ଚେତ୍ନା ଆଇଲାଜେ ସେ ମନେ ମନେ ଏନ୍ତି ବାବ୍ଲା । ମର୍ ବାବାର୍ ଗରେତା କାମ୍ କର୍ବା ଗତିଦାଙ୍ଗ୍ଡାମନର୍ କେତେ କାଦି ଉବ୍ରି ଗାଲାନି । ମାତର୍ ମୁଇ ଇତି ବୁକେ ମରିଜିବିବେ ।
କାଇକେବଇଲେ ଉଜଲର୍ ସବୁ ବିସଇ ଉଜଲ୍ସେ । ସେଟାର୍ ପାଇ ଏନ୍ତାରି ଲେକାଅଇଲାଆଚେ, “ଏ ଗୁନେରାମନ୍ ଉଟା, ମଲାପାରା ନ ରଇକରି ଜିବନ୍ ରୁଆ, କିରିସ୍ଟ ତମ୍କେ ଉଜଲ୍ ଦେଇସି ।”
ଏ କାତା ପିତର୍ଟାନେଅନି ସୁନ୍ଲା ସବୁ ଲକ୍ମନ୍ ତାକର୍ ନିଜର୍ ବୁଲ୍ ଏତାଇକରି ମନ୍ ବିତ୍ରେ କିଲ୍ବିଲ୍ ଅଇଗାଲାଇ । ସେମନ୍ ପିତର୍କେ ଆରି ପେରିତ୍ମନ୍କେ ପାଚାର୍ଲାଇ, “ଏ ବାଇମନ୍ ଏନ୍ତାର୍ ବଲି କଇଲେ ଆମେ କାଇଟା କର୍ବାର୍ ଆଚେ ?”
ଆରି ସେ ନରକ୍ କୁଣ୍ଡେ ଗାଲା । ତେଇ ସେ ବେସି କସ୍ଟ ପାଇବାବେଲା ଉପ୍ରେ ସରଗ୍ପୁରେ ଦେକ୍ଲେ ଲାଜାର୍ ଅବ୍ରାଆମର୍ ଲଗେ ବସି ଆଚେ ।
ତେଇ ଲକ୍ମନ୍ ସେ ଗଟ୍ନା ଦେକ୍ବାକେ ବାରଇ ଆଇଲାଇ ଆରି, ସେମନ୍ ଜିସୁର୍ ଲଗେ ଆସି ଜନ୍ ମୁନୁସର୍ ଟାନେଅନି ଡୁମାମନ୍ ବାରଇଲାଇ, ସେ ଲକ୍ ଲୁଗା ପିନ୍ଦି ନିକ ମନର୍ ସଙ୍ଗ୍ ଜିସୁର୍ ପାଦ୍ ତଲେ ବସି ରଇବାଟା ଦେକି ଡରିଗାଲାଇ ।
ଆରି ତାକେ ବେସି ବୁକ୍ ଲାଗ୍ତେ ରଇଲା । ତାକେ ଗୁସ୍ରିମନର୍ କାଦି କାଇବାକେ ମନ୍ଲାଗ୍ଲା ମାତର୍ ସେ କାଦି ମିସା ଦେଅତ୍ ନାଇ ।
ତାର୍ପଚେ ଜାଇଟା ଗଟିରଇଲା, ସେଡ୍କିବେଲେ ତାକେ କାଇଟା ଅଇରଇଲା, ସେଟା ପିତର୍ ଜାନିପାରି କଇଲା, “ଏଟା ସତ୍ ବଲି ମୁଇ ଜାନିଆଚି । ଏରଦର୍ ଟାନେଅନି ଆରି ଜିଉଦି ଲକ୍ମନ୍ ଜାଇଟା ଗଟ୍ସି ବଲି ଆସା କରିରଇଲାଇ, ତେଇଅନି ମକେ ରକିଆ କର୍ବାକେ ମାପ୍ରୁ ସରଗର୍ ଦୁତ୍କେ ପାଟାଇରଇଲା ।”