22 ମାତର୍ ତାର୍ ବାବା ନିଜର୍ ଗତିଦାଙ୍ଗ୍ଡାମନ୍କେ କଇଲା, “ତମେ ବେଗି ଜାଇକରି ସବୁର୍ଟାନେଅନି ନିମାନ୍ ଚକାପଚିଆ ତାକେ ପିନ୍ଦାଇଦିଆସ୍ । ଆରି ତାର୍ ଆଙ୍ଗ୍ଟି ମୁନ୍ଦି ପିନ୍ଦାଆ । ତାର୍ ଗଡେ ପାଣ୍ଡଇ ପିନ୍ଦାଇଦିଆସ୍ ।”
ସେମନ୍କେ ସବୁକେ ଗଟେକ୍ ଗଟେକ୍ ଦବ୍ ବସ୍ତର୍ ଦିଆଅଇରଇଲା । ତାକର୍ ସଙ୍ଗେ ରଇବା ଦାଙ୍ଗ୍ଡାମନ୍କେ ଆରି ବାଇମନ୍କେ ତାକର୍ ପାରାସେ ମରାଇଅଇସି । ଜେତ୍କି ଲକ୍ ଅଇବା କାତା, ସେତ୍କି ଲକ୍ ପୁରାପୁରୁନ୍ ନ ଅଇବାଜାକ ସେମନ୍କେ ଆରି କେତେଦିନ୍ ପୁଣ୍ଡିରଇବାକେ କୁଆ ଅଇଲା ।
ତାକେ ସୁକଲ୍ ପିର୍ପିରା ଅଇ ଜକ୍ମକିଜିବା ବସ୍ତର୍ ପିନ୍ଦ୍ବାକେ ଦିଆଅଇଆଚେ । ପିର୍ପିରା ଲୁଗା ଅଇଲାନି, ପର୍ମେସରର୍ ଲକ୍ମନର୍ ଦରମ୍ କାମ୍ ।
ତାର୍ପଚେ ମୁଇଦେକ୍ଲି ଏଦେ ଦେକା ! ତେଇ ଏତେକ୍ ମାନ୍ଦା ଲକ୍କେ ଦେକ୍ଲି ଜେ ସେ ଲକ୍ମନ୍କେ କେ ମିସା ଏଜି ନାପାରତ୍ । ସେମନ୍ ସବୁ ଜାତିଅନି, ବଁସେଅନି, ରାଇଜେଅନି, ଆରି ବାସାଇଅନି ଆସିରଇଲାଇ । ସେମନ୍ ବସ୍ବା ଜାଗାର୍ ମୁଆଟେ ଆରି ମେଣ୍ଡାପିଲାର୍ ମୁଆଟେ ଟିଆଅଇଲାଇ । ସେମନ୍ ଦବ୍ ଲୁଗାପିନ୍ଦିକରି ଆରି ଆତେ କଜ୍ରି ଡାଲ୍ ଦାରିରଇଲାଇ ।
କାଇକେବଇଲେ ପରମେସର୍ ଦେଲା ଆତ୍ମା, ତମ୍କେ ଗତିଦାଙ୍ଗ୍ଡା ଅଇବା ତେଇଅନି ମୁକ୍ଲାଇଲା ଆଚେ । ତମେ ଆରି ଡର୍ବାର୍ ଲଡା ନାଇ । ମାତର୍ ସୁକଲ୍ଆତ୍ମା ତମ୍କେ ପରମେସରର୍ ପିଲାଟକି କରିଆଚେ । ତାର୍ ବପୁ ଏତାଇକରି ଏବେ ଆମେ ପରମେସର୍କେ “ବାବା, ମର୍ ବାବା !” ବଲି ଡାକ୍ଲୁନି ।
ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ଦିଆନ୍ ଦେଇ ସୁନା । ଜେ ଜିତ୍ସି, ସେମନ୍କେ ଲୁଚାଇକରି ସଙ୍ଗଇରଇବା ମାନା ଦେବି । ନୁଆ ନାଉଁ ଲେକିରଇବା ଗଟେକ୍ ଦବ୍ ପାକ୍ନା ମିସା ସେମନ୍କେ ଦେବି ।
ଆମେ ଡୁବନ୍ ନେଇକରି କିରିସ୍ଟର୍ ସଙ୍ଗ୍ ଗଟେକ୍ ଅଇଆଚୁ ଆରି ଏବେ ଜିସୁ କିରିସ୍ଟର୍ ଜିବନ୍ ରୁପର୍ ବସ୍ତର୍ ପିନ୍ଦି ଆଚୁ ।
ମାପ୍ରୁ ଜିସୁକିରିସ୍ଟର୍ ଆତ୍ଆତିଆର୍ ଦାରି ରଉଁ । ଆରି ଆମର୍ ପାପର୍ ଗୁନ୍ଚଲନ୍ ନ ମାନିକରି ଆମେ ମନ୍ କର୍ବାଟା ପୁରାପୁରୁନ୍ ନ କରୁ ।
ମୁଇ ତମ୍କେ ବୁଦି ସିକାଇବି । ମର୍ଟାନେଅନି ସୁନା ଗେନା । ସୁନା ବଇଲେ ଅସ୍ଲି ସୁନା । ଜେନ୍ତାରିକି ତମେ ସତଇସେ ସାଉକାର୍ ଅଇସା । ମର୍ଟାନେଅନି ସୁକଲ୍ ଲୁଗା ଗେନା । ଜେନ୍ତାରି କି ତମେ ଡୁମ୍ଣ୍ଡା ଅଇଲାର୍ ପାଇ ଲାଜ୍ ନ ଉଆସ୍ । ଲାଗାଇଅଇବା ଅସ ମିସା ମର୍ଟାନେଅନି ନିଆ । ସେଟା ତମର୍ ଆଁକିଟାନେ ଲାଗାଆ । ଜେନ୍ତାରିକି ତମେ ଦେକିପାର୍ସା ।
ସୁବ୍କବରେଅନି ଆଇବା ସାନ୍ତିର୍ ପାଣ୍ଡଇ ପିନ୍ଦି ସାଜାଡି ଉଆ ।
ଉଜେ ଜିସୁକିରିସ୍ଟକେ ବିସ୍ବାସ୍ କଲାକେ ଏବେ ଆମେ ପରମେସରର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲାଇ ଅଇଆଚୁ । ପରମେସର୍ କେତେ ଲକ୍କେ ଆଲାଦ୍ କରି ଆରି କେତେକ୍ ଲକ୍କେ ଗିନ୍ କରେନାଇ । କିରିସ୍ଟକେ ବିସ୍ବାସ୍କର୍ବା ସବୁ ଲକ୍ମନ୍କେ ଏ ଅଦିକାର ଦେଲାଆଚେ ।
ସେ ପିଲା ତାର୍ ବାବାକେ କଇଲା, “ଏ ବାବା ମୁଇ ପର୍ମେସରର୍ ବିରଦେ ଆରି ତର୍ ବିରଦେ ପାପ୍ କଲିଆଚି ସେଟାର୍ପାଇ ତର୍ ପିଲା ଅଇବାର୍ ମର୍ ଅଦିକାର୍ ନାଇ ।”
ଆରି ତାର୍ ଗତିଦାଙ୍ଗ୍ଡାମନ୍କେ କଇଲା, “ଆମର୍ତେଇ ରଇଲା ସବୁର୍ଟାନେଅନି ଗଟେକ୍ ଗାଗଡ୍ ରଇବା ପସୁ ଆନି ମାରା, ଆରି ଆମେ ସାର୍ଦା ଅଇକରି ବଜି କରୁ ।