30 ମାତର୍ ତର୍ ଏ ସାନ୍ ପଅ ସବୁ ଦନ୍ ଦାରିଜାଇ ବେସିଆମନ୍କେ ଦେଇ ସାରାଇଦେଲା ଆରି ସେ ଗରେ ବାଉଡି ଆଇଲାକେ ତୁଇ ତାର୍ ପାଇ ଗଟେକ୍ ଗାଗଡ୍ଟା ପସୁକେ ମାର୍ଲୁସ୍ !”
ପାରୁସି ଲକ୍ ନିଜେ ଅଲପ୍ ଦୁରିକେ ଟିଆଅଇ ଏନ୍ତି ପାର୍ତନା କର୍ବାର୍ ବସ୍ଲା, “ଏ ପର୍ମେସର୍ ମୁଇ ତମ୍କେ ଦନିଅବାଦ୍ ଦେଲିନି । ମୁଇ ବିନ୍ଲକର୍ପାରା ଲବ୍ରା ନାଇ କି ମିଚ୍ମାୟା ନାଇ କି ବେସିଆ କାମ୍ କରି ନାଇ । ଆରି ତକେ ଜୁଆର୍ କଲିନି ମୁଇ ଏ ସିସ୍ତୁମାଙ୍ଗୁ ପାରା ନଇ ।”
ମାତର୍ ତର୍ ବାଇ ମରିଜାଇରଇଲା । ଏବେ ସେ ଜିବନ୍ ଅଇଆଚେ ସେ ଆଜିଜାଇରଇଲା ମାତର୍ ଏବେ ମିଲ୍ଲା ଆଚେ । ସେଟାର୍ପାଇ ଆମେ ସାର୍ଦା କର୍ବାର୍ ରଇଲା ।”
କାଇକେବଇଲେ ସବୁ ଲକ୍ମନ୍ ସେମନ୍କେ ଦର୍କାର୍ ଅଇକରି ଅଗଲ୍ଲା ଡାବୁ ଦେଲାଇଆଚତ୍ । ମାତର୍ ଏ ଗରିବ୍ ରାଣ୍ଡି ମାଇଜି, ସେ ବଁଚ୍ବାପାଇ ଜେତ୍କି ଡାବୁ ରଇଲା, ସେ ସବୁ ଦେଲାଆଚେ” ବଲିକରି କଇଲା ।
ମାତର୍ ବଡ୍ ପଅ ତାର୍ ବାବାକେ କଇଲା, “ଦେକ୍, ମୁଇ ଏତେକ୍ ବରସ୍ ଜାକ ଗଟେକ୍ ଗତିଦାଙ୍ଗ୍ଡା ପାରା ତର୍ ସେବା କଲିନି ଆରି ତର୍ କାତା ମାନି କରି ରଇଲି । ତୁଇ ମକେ କାଇଟା ଦେଇଆଚୁସ୍ ? ମର୍ ମଇତର୍ମନର୍ ସଙ୍ଗ୍ ବଜି କରା ବଲି ଗଟେକ୍ ସାନ୍ଟା ପସୁ ମିସା ଦେଉସ୍ ନାଇ ।
ସେବେଲେ ତାର୍ ବାବା ବଡ୍ ପଅକେ କଇଲା, “ଏ ନୁନା ତୁଇତା ସବୁ ବେଲା ମର୍ ସଙ୍ଗ୍ ରଇଲୁସ୍ନି ଆରି ମର୍ ଜେତ୍କି ଦନ୍ ଆଚେ ସେଟା ସବୁ ତର୍ଟାସେ ।