19 ଜିସୁ ସେମନ୍କେ ଗଟେକ୍ କାତାନି ବୁଜାଇକରି କଇଲା, “ଗଟେକ୍ ସାଉକାର୍ ଲକ୍ ରଇଲା । ସେ ଲଚେକ୍ ମଲ୍ ଦେଇ ଗେନ୍ଲା ନିକ ନିକ ଚକା ପଚିଆ ପିନ୍ଦ୍ତେ ରଇଲା । ସେ ସବୁଦିନ୍ ବଜି କରି ନିଜେ ସାର୍ଦା ଅଇତେରଇଲା ।
ଆରି ଏନ୍ତାରି କଇବାଇ “ଏଟା କାଇ ଇନସ୍ତା ! ଏ ବଡ୍ ନଅରର୍ ପାଇ କାଇ କାକୁର୍ତି ? ତେଇର୍ ଲକ୍ମନ୍ ଜାମ୍କଲିଆ ରଙ୍ଗର୍ ଆରି ଦବ୍ ସିଲ୍କୁ ଲୁଗା ପିନ୍ଦ୍ତେରଇଲାଇ । ସେମନ୍ ସୁନା ଆରି ବେସି ଦାମ୍ ଦେବା ଇରା ମୁକ୍ତାମନ୍ ପିନ୍ଦିରଇଲାଇ ।
ତାର୍ ଜେତ୍କି ଦନ୍ ସଁପତି ଆରି ବଡ୍ପନ୍ ଆଚେ, ସେ ଇସାବେ ତାର୍ ଦୁକ୍ କସ୍ଟ ଆରି କାକୁର୍ତି ରଇସି । ସେ ନିଜ୍କେ କଇସି ‘ମୁଇ ଇତି ସାସନ୍ କର୍ବା ଗଟେକ୍ ରାନି ।’ ରାଣ୍ଡି ଅଇଲିଆଚି ଜେ ମୁଇ କାନ୍ଦ୍ବି ?
ସେ ମାଇଜି ରଙ୍ଗ୍ ଆରି ଜାମ୍କଲି ରଙ୍ଗର୍ ବସ୍ତର୍ ପିନ୍ଦିରଇଲା । ସେ ବେସି ସୁନାବାନା, ଆରି ବେସି ଦାମ୍ ଦେଇରଇବା ଇରାନିଲା ପିନ୍ଦିରଇଲା । ତାର୍ ଆତେ ସୁନାର୍ ଗିନା ଦାରିରଇଲା । ସେ କରିରଇବା ବେସିଆ କାମ୍ମନ୍ ଆରି କାରାପ୍ କାମ୍ମନ୍ ସେ ଗିନାଇ ବର୍ତିଅଇରଇଲା ।
ଜିସୁ ତାର୍ ସିସ୍ମନ୍କେ ଗଟେକ୍ କାତାନି ବୁଜାଇ କଇଲା । “ଗଟେକ୍ ସାଉକାର୍ ଲକ୍ ରଇଲା । ତାର୍ ଦନ୍ ଇସାବ୍କିତାବ୍ କର୍ବାକେ ଗଟେକ୍ ମୁକିଅ ଗତିଦାଙ୍ଗ୍ଡା ରଇଲା । ଆରି ସେ ସବୁ ଦନ୍ ଏନେତେନେ କରିଦେଲାନି ବଲି ଗଟେକ୍ ଲକର୍ତେଇ ଅନି ସାଉକାର୍ ସୁନ୍ଲା ।”
ସେମନ୍ ଜିସୁକେ କିଜାଇବାକେ ଜାମ୍କଲି ରଙ୍ଗର୍ ବସ୍ତର୍ ପିନ୍ଦାଇଲାଇ ଆରି ଗଟେକ୍ କାଟାର୍ ମୁକୁଟ୍ ତିଆର୍କରି ତାର୍ ମୁଣ୍ଡେ ପିନ୍ଦାଇଦେଲାଇ ।
ଅଲପ୍ ଦିନ୍ ଗାଲା ପଚେ ସାନ୍ ପିଲା ତାର୍ ବାଗର୍ ସବୁ ଦନ୍ ବିକିଦେଇ ମିଲ୍ଲା ଡାବୁ ଟୁଲିଆଇ ଗଟେକ୍ ଦୁର୍ ଦେସେ ଉଟିଗାଲା । ଆରି ତାର୍ ସବୁ ଡାବୁ ନିଜେ ମନ୍କଲା ଇସାବେ କର୍ଚ କଲା ।
ସେମନ୍ ଜିସୁକେ କିଜାଇ ସାରାଇଲାପଚେ, ଜାମ୍କଲି ରଙ୍ଗର୍ ବସ୍ତର୍ ତାର୍ ଗାଗ୍ଡେଅନି ବେଟିକରି, ନିଜର୍ ବସ୍ତର୍ ପିନ୍ଦାଇଦେଲାଇ । ତାର୍ପଚେ ସେମନ୍ ତାକେ କୁର୍ସକାଟେ ମରାଇବାକେ ଗଡ୍ ବାଇରେ ଦାରିଗାଲାଇ ।
“କେମିସା ନିଜର୍ ମାଇଜିକେ ଚାଡି ବିନ୍ଟା ଆନ୍ଲେ, ସେ ଦାଙ୍ଗ୍ଡିସଙ୍ଗ୍ ବେସିଆ କାମ୍ କଲା ଲକ୍ ଅଇଜାଇସି । ଆରି କେ, ସେ ଚାଡ୍ଲା ଦାଙ୍ଗ୍ଡିକେ ବିବା ଅଇସି ବଇଲେ ସେ ମିସା ଦାଙ୍ଗ୍ଡିସଙ୍ଗ୍ ବେସିଆ କାମ୍ କଲା ଆଚେ ।” ବଲି କଇଲା ।
ତେଇ ଲାଜାର୍ ନାଉଁର୍ ଅର୍କିତ୍ ଲକ୍ ଗଟେକ୍ ରଇଲା । ତାର୍ ଗୁଲାଇ ଗାଗଡ୍ ଗାଉ ଅଇରଇଲା । ତାକେ ଆନିକରି ସାଉକାରର୍ କାପାଟ୍ ଲଗେ ଡୁଲାଇତେ ରଇଲାଇ ।