13 ବେସି ଆଉଲିଅଇ କଇଲାଇ, “ଜିସୁ ! ଏ ଗୁରୁ ! ଆମ୍କେ ଦୟାକରା ।”
ଆରି ଦେକା, ତେଇ ବାସାକରି ରଇଲା ଗଟେକ୍ କିଣାନିୟ ମାଇଜି ଜିସୁର୍ ଲଗେ ଆସି କଇଲା, “ଏ ଦାଉଦ୍ କୁଟୁମର୍ ମାପ୍ରୁ, ମକେ ଦୟାକରା । ମର୍ ଟକିକେ ଡୁମା ଦାର୍ଲା ଆଚେ ଆରି ସେ ବଡେ କସ୍ଟ ପାଇଲାନି ।”
ଜିସୁ ସେ ଜାଗାଇଅନି ବାରଇ ଜିବାବେଲେ ଦୁଇଟା କାଣା, ତାର୍ ପଚେ ପଚେ ଇଣ୍ଡି ଆଇଲାଇ । ସେମନ୍ ଆଉଲି ଅଇକରି କଇବାର୍ ଦାର୍ଲାଇ । “ଏ ଦାଉଦ୍ ରାଜାର୍ ପଅ ! ଆମ୍କେ ଦୟା କରା ।”
ଆରି ସେ କଇଲା, “ସେ କାରାପ୍ ଆତ୍ମା ପିଲାକେ ମରାଇବାକେ ବେସିତର୍ ପାନିଟାନେ ଆରି ଜଇଟାନେ ମଡିକରି ଅଦ୍ରାଇ ଆଚେ । ମାତର୍ ତୁଇ ଜଦି କାଇଟା କର୍ବାକେ ପାରୁସ୍ ବଇଲେ ଆମର୍ ପାଇ ଦୟାକରି ସାଇଜ କର୍ ।”
ତେଇ ସିମନ୍ କଇଲା, “ଏ ଗୁରୁ ଆମେ ସବୁଲକ୍ ଗୁଲାଇରାତି କସ୍ଟ କରି ଗଟେକ୍ ମିସା ଦାରୁନାଇ, ମାତର୍ ତମର୍ କାତା ଦାରି ମୁଇ ଜାଲ୍ ପାକାଇବି ।”
ଜିସୁ ସେମନ୍କେ ଦେକି କରି କଇଲା, “ତମେ ଜାଇକରି ପର୍ମେସରର୍ ପୁଜାରିମନ୍କେ ତମର୍ ଗାଗଡ୍ ଦେକାଆ । ତମେ ନିମାନ୍ ଅଇଲାସ୍ କି ନାଇ ବଲି ସେମନ୍ ଦେକତ୍ ।” ପଚେ ସେ ଦସ୍ ଲକ୍ ପର୍ମେସରର୍ ପୁଜାରିମନର୍ ଲଗେ ଜିବା ବେଲେ, ବାଟେ ନିମାନ୍ ଅଇଗାଲାଇ ।