22 ପଚେ ତାର୍ ସିସ୍ମନ୍କେ କଇଲା, ଏନ୍ତି ବେଲା ଆଇସି ତମେ ପର୍ମେସର୍ଟାନେଅନି ଆଇଲା ନର୍ପିଲା ମର୍ସଙ୍ଗ୍ ଗଟେକ୍ ଦିନ୍ ରଇବାକେ ବେସି ମନ୍ କର୍ସା । ମାତର୍ ସେବେଲା ମକେ ଦେକି ନାପାରାସ୍
ମାତର୍ ବେଲା ଆଇସି, ଜେଡେବେଲେ ତାକର୍ଟାନେଅନି ବର୍କେ ଡାକିଦାରିଜିବାଇ, ସେଡ୍କିବେଲେ ସେମନ୍ ଉପାସ୍ କଇବାଇ ।”
ଜିସୁ ସେମନ୍କେ କଇଲା, “ବିବା ଦାଙ୍ଗ୍ଡା ଜେଡେବେଲେ ଜାକ ଦାଙ୍ଗ୍ଡାମନର୍ ସଙ୍ଗ୍ ବିବାଗରେ ରଇସି, ସେ ଦିନ୍ ଜାକ ସଙ୍ଗର୍ ଦାଙ୍ଗ୍ଡାମନ୍ ଦୁକ୍ ନ କରତ୍ । ମାତର୍ ଜେଡେବଲ୍ ବିବା ଅଇବା ଦାଙ୍ଗ୍ଡାକେ ସଙ୍ଗର୍ଦାଙ୍ଗ୍ଡାମନର୍ଟାନେଅନି ଦାରିଜିବାଇ, ସେମନ୍ ଦୁକ୍ କରି ଉପାସ୍ କର୍ବାଇ ।”
ଏ ମର୍ ପିଲାମନ୍ ମୁଇ ତମର୍ ସଙ୍ଗ୍ ଚନେକର୍ପାଇ ରଇବି । ତାର୍ ପଚେ ତମେ ମକେ କଜ୍ସା, ଆରି ମୁଇ ଜନ୍ତି ଗାଲିନି ତମେ ତେଇ ଜାଇନାପାରାସ୍ । ଏ ବିସଇ ଜିଉଦି ନେତାମନ୍କେ ଜେନ୍ତି କଇରଇଲି, ସେନ୍ତି ଏବେ ତମ୍କେ ଆରିତରେକ୍ କଇଲିନି ।
ମାତର୍ ବେଲା ଆଇସି, ଜେଡେବେଲେ ଲକ୍ମନ୍ ଆସି ତାକର୍ ଲଗେ ଅନି ବିବା ଦାଙ୍ଗ୍ଡାକେ ଦାରିଜିବାଇ, ସେଦିନେ ସେମନ୍ ଉପାସ୍ କର୍ବାଇ ।
ଜିସୁ ସେମନ୍କେ କଇଲା, “ଏବେ ତମର୍ ମୁଆଟେ ଜନ୍ ଉଜଲ୍, ଉଜଲ୍ ଦେଲାନି, ସେଟା ଚନେକର୍ପାଇସେ ରଇସି । ଜନ୍ ଜାଗାଇ ଜିବାର୍ ଆଚେ, ଉଜଲ୍ ରଇତେ ଆକା ଇଣ୍ଡା । ସେନ୍ତାର୍ଆଲେ ତମ୍କେ ଆନ୍ଦାର୍ ନ ଡାବେ । ଆନ୍ଦାରେ ରଇବା ଲକ୍ କେନେ ଗାଲାନି ସେଟା ନାଜାନେ ।
ଦେକା, ତମର୍ ମନ୍ଦିର୍ ଚାଡିଦେଇ ଆଚତ୍ । ସେଟାର୍ ପାଇ ପର୍ମେସର୍ ଏବେ ତମ୍କେ ‘ପାର୍ତନା ଗର୍ ଆରି ତମର୍ ଗଡ୍ ନିଜେ ରକିଆ କରା’ ବଲି ଚାଡି ଦେଲାଆଚେ । ମୁଇ ତମ୍କେ କଇଲିନି, ପର୍ମେସର୍ ଜନ୍ ଲକ୍କେ ଆସିର୍ବାଦ୍ କରି ଆମର୍ ଲଗେ ପାଟାଇଲାଆଚେ ବଲି ମର୍ ବିସଇ ନେଇ, ତମେ ନ କଇବାଜାକ ମକେ ଦେକିନାପାରାସ୍ ।”