21 ସେ ଲକ୍ ଜିସୁକେ କଇଲା, “ଏ ସବୁ ନିୟମ୍ ତା ମୁଇ ପିଲାବେଲେ ଅନି ମାନ୍ଲିନି । ମୁଇ ଆରି କାଇଟା କର୍ବାର୍ ଆଚେ ?”
ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ମୁଇ ବେସି ମନ୍ କଲି ଆରି ସେନ୍ତାରି କରୁ କରୁ ଜିସୁର୍ ସିସ୍ମନ୍କେ କସ୍ଟ ଦେଲି । ଆମର୍ ଜିଉଦି ନିୟମ୍ ସବୁ ପୁରାପୁରୁନ୍ ମାନ୍ଲାର୍ ପାଇ ଜଦି ଗଟେକ୍ ଲକ୍ ଦରମ୍ ଅଇପାର୍ତା ବଇଲେ, ମୁଇ ସେନ୍ତାରି ଅଇତି । କାଇକେବଇଲେ ମୁଇ ସେ ସବୁ ନିୟମ୍ ମାନ୍ତେରଇଲି ।
ସେନ୍ତାରି ମୁଇ ତମ୍କେ କଇଲିନି, ‘ଆମେ ପାପି ଲକ୍ମନ୍ ନଉଁ’ ବଲି ବାବ୍ତେରଇବା ନବେ ନଅଟା ଦରମ୍ ଲକ୍ମନ୍ ରଇଲେମିସା ଗଟେକ୍ ପାପି ଲକ୍ ନିଜେ ‘ମୁଇ ଗଟେକ୍ ପାପି’ ବଲି ଏତାଇସି । ପଚେ ମନ୍ବାଦ୍ଲାଇ କରି ପର୍ମେସରର୍ ଲଗେ ଆଇସି । ସେ ନବେ ନଅଟା ଦରମ୍ ଲକ୍ମନର୍ତେଇ ଅନି ଏ ଗଟେକ୍ ଲକର୍ ପାଇ ସର୍ଗେ ଅଦିକ୍ ସାର୍ଦା କର୍ବାଇ ।”
ମାତର୍ ବଡ୍ ପଅ ତାର୍ ବାବାକେ କଇଲା, “ଦେକ୍, ମୁଇ ଏତେକ୍ ବରସ୍ ଜାକ ଗଟେକ୍ ଗତିଦାଙ୍ଗ୍ଡା ପାରା ତର୍ ସେବା କଲିନି ଆରି ତର୍ କାତା ମାନି କରି ରଇଲି । ତୁଇ ମକେ କାଇଟା ଦେଇଆଚୁସ୍ ? ମର୍ ମଇତର୍ମନର୍ ସଙ୍ଗ୍ ବଜି କରା ବଲି ଗଟେକ୍ ସାନ୍ଟା ପସୁ ମିସା ଦେଉସ୍ ନାଇ ।
ମାତର୍ ମୁଇ ତମ୍କେ କଇଲିନି “ବେସିଆ କାମ୍ କରା ନାଇ, କାକେ ମରାଆ ନାଇ, ବିନ୍ ଲକର୍ ଦିନ୍ସୁ ଚରାଆ ନାଇ, ମିଚ୍ ସାକି କୁଆ ନାଇ, ଆରି ତମର ମାଆବାବାର୍ କାତା ମାନା । ପର୍ମେସର୍ ମସାକେ ଏନ୍ତି ନିୟମ୍ ଦେଲାଆଚେ ଜାନି ଆଚୁସ୍ ।”
ଜିସୁ ଏଟା ସୁନି ତାକେ କଇଲା, ତର୍ଟାନେ ଆରି ଗଟେକ୍ ବିସଇ ଉନା ଆଚେ । ତର୍ ସବୁ ଦନ୍ ସଁପତି ବିକି ଗରିବ୍ ଲକ୍ମନ୍କେ ବାଟାକରିଦେସ୍ । ଏନ୍ତି କଲେ ତକେ ସର୍ଗେ ଦନ୍ ରଇସି । ଏଟା ସବୁ କଲା ପଚେ ତୁଇ ମର୍ ସଙ୍ଗ୍ ଆଉ ।