33 ତାର୍ପଚେ କର୍ଡା ସଙ୍ଗ୍ ମାର୍ବାଇ, ପଚେ ମକେ ମରାଇବାଇ । ମାତର୍ ତିନ୍ଦିନ୍ ପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।”
ନର୍ପିଲା ପାପି ଲକ୍ମନର୍ ଆତେ ସର୍ପାଇ ଅଇସି ଆରି ସେମନ୍ ତାକେ କୁର୍ସେ କୁଟିମାରି ମରାଇ ଦେବାଇ । ମାତର୍ ତିନ୍ଦିନ୍ ଗାଲାପଚେ ସେ ଆରି ତରେକ୍ ଜିବନ୍ ଅଇ ଉଟ୍ସି ।”
ସେ ଆକା ଇସ୍ରାଏଲର୍ ଲକ୍ମନ୍କେ ରକିଆ କର୍ସି ବଲି ଆସା କରି ରଇଲୁ । ମାତର୍ ତାକେ ମରାଇ ତିନ୍ଦିନ୍ ଅଇଲାନି ।
“ଆଗିଆଁ, ସେ ବେସି ମିଚୁଆଟା । ବଁଚିରଇଲାବେଲେ ‘ମୁଇ ତିନ୍ଦିନ୍ ପଚେ ଆରିତରେକ୍ ଉଟ୍ବି’ ବଲି କଇତେ ରଇଲା । ଏଟା ଆମର୍ ମନେ ଆଚେ ।
ସେବେଲେଅନି ଜିସୁ ସିସ୍ମନ୍କେ ବୁଜ୍ଲାପାରା କଇବାର୍ ଦାର୍ଲା, “ମୁଇ ଜିରୁସାଲାମ୍ ଜାଇ ଦରମ୍ଗୁରୁମନ୍, ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନର୍ଟାନେ ବେସି କସ୍ଟ ପାଇବି । ସାରାସାରି ମକେ ମରାଇବାଇ, ମାତର୍ ତିନ୍ ଦିନ୍ ଗାଲାପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।”
ସେଟା କାଇଟା ବଇଲେ, ଜିରୁସାଲମେ ମକେ ରମିୟ ଲକ୍ମନ୍କେ ସର୍ପିଦେବାଇ ଆରି ସେମନ୍ ମକେ କିଜାଇବାଇ ଆରି ଲାଜ୍ କରାଇ, ମର୍ ଉପ୍ରେ ତୁକ୍ବାଇ ।
ମାତର୍ ସିସ୍ମନ୍ ଏ ସବୁ କାତା ଅଲପ୍ ମିସା ବୁଜିନାପାର୍ଲାଇ, ସେ ବିସଇ ସେମନର୍ଟାନେଅନି ଲୁଚିରଇଲା ।