ଲୁକ୍ 18:37 - ସତିଅର୍ ବାଟ୍ ନୁଆ ନିୟମ୍ 202037 ସେ ଲକ୍ମନ୍ କାଣାକେ କଇଲାଇ, “ନାଜରିତ୍ ଗାଉଁର୍ ଜିସୁ ଏ ବାଟେ ଗାଲାନି ।” Gade chapit la |
ପର୍ମେସର୍ କଇବାଟା ସୁନା । “ ତମ୍କେ ଦୟା ଦେକାଇବା ବେଲା ସମାନ୍ ଅଇଲାକେ, ମୁଇ ତମେ ଗୁଆରି କଲାଟା ସୁନ୍ଲି । ଜନ୍ ଦିନେ ମୁଇ ମୁକ୍ଲାଇବା ଦିନ୍ ବଲି ଟିକ୍ କଲି, ସେ ଦିନେ ମୁଇ ତମ୍କେ ସାଇଜ କଲି ।” ସୁନା ! ପର୍ମେସର୍ ତମ୍କେ ତାର୍ ଆଲାଦ୍ ଦେକାଇବି ବଲି, ଟିକ୍ କଲା ଦିନ୍ ଆଜିସେ । ତମର୍ ପାପର୍ ଡଣ୍ଡେ ଅନି ସେ ତମ୍କେ ରକିଆ କର୍ବା ଦିନ୍ ଆଜି ସେ ।