15 ଏନ୍ତି ବଲି କଇଲେ ମିସା, ସେ ରାଜାଅଇ ଗରେ ବାଉଡି ଆଇଲା । ଆରି ସେ କାକେ କାକେ ସୁନାର୍ ଡାବୁ ଦେଇ ରଇଲା, ସେମନ୍ କେତେକ୍ ଲାକା ଲାବ୍ କଲାଇ ଆଚତ୍ ବଲି ଜାନ୍ବାକେ ଡାକାଇ ପାଟାଇଲା ।
ମାତର୍ ଜେ ତାର୍ ମନ୍କଲାଟା ନାଜାନିକରି, ଡଣ୍ଡ୍ମିଲ୍ବା କାମ୍ କର୍ବାର୍ ଦାର୍ସି, ତାକେ ଅଲପ୍ ମାଡ୍ ଅଇସି । ଜନ୍ ଲକ୍କେ ଅଦିକ୍ ଦିଆଅଇରଇସି, ତାକେ ଅଦିକ୍ ଦାବି କରାଅଇସି । ଆରି ଲକ୍ମନ୍ ତାକେ ଜାର୍ଲଗେ ଅଦିକ୍ ସର୍ପି ଦେଲାଇଆଚତ୍, ଅଦିକ୍ ଅଦିକ୍ ଦାବି କର୍ବାଇ ।”
“ବେସିଦିନ୍ ଗାଲା ପଚେ ସାଉକାର୍ ବାଅଡ୍ଲା ଆରି ଚାକର୍ମନର୍ ସଙ୍ଗ୍ ଇସାବ୍କିତାବ୍ କଲା ।”
ମାତର୍ ତାର୍ ଦେସର୍ ଲକ୍ମନ୍ ତାକେ ଇନ୍ କର୍ତେରଇଲାଇ । ଆରି ସାସନ୍ କର୍ବା ଲକ୍ମନର୍ ଲଗେ କବର୍ କଇ ପାଟାଇଲାଇ, “ଏ ଲକ୍ ଆମ୍କେ ସାସନ୍ କର ବଲି ଆମେ ମନ୍ କରୁନାଇ ।”
ତେଇ ପର୍ତୁମର୍ ଲକ୍ ଆସି କଇଲା, “ଏ ଆଗିଆଁ, ତମେ ଦେଲା ଗଟେକ୍ ସୁନାର୍ ଡାବୁ ନେଇ ଆରି ଦସ୍ଟା କଲିଆଚି ।”