27 ମାତର୍ ଜେମନ୍ ମୁଇ ତାକର୍ ରାଜା ଅଇବାକେ ମନ୍ ନ କର୍ତେ ରଇଲାଇ, ସେମନ୍କେ ଡାକି ଆନି ମର୍ ମୁଆଟେ ମରାଇଦିଆସ୍ ।”
ମାତର୍ ତାର୍ ଦେସର୍ ଲକ୍ମନ୍ ତାକେ ଇନ୍ କର୍ତେରଇଲାଇ । ଆରି ସାସନ୍ କର୍ବା ଲକ୍ମନର୍ ଲଗେ କବର୍ କଇ ପାଟାଇଲାଇ, “ଏ ଲକ୍ ଆମ୍କେ ସାସନ୍ କର ବଲି ଆମେ ମନ୍ କରୁନାଇ ।”
ସେ ଏବେ ମିସା ତେଇସେ ଜାଗିଆଚେ । ଜନ୍ ବେଲାଇ ପର୍ମେସର୍ ତାର୍ ସବୁ ସତ୍ରୁମନ୍କେ ତାର୍ ପାଦେ ଆନ୍ସି ।
ରାଜା ରିସାଅଇଜାଇ କରି ସଇନମନ୍କେ ପାଟାଇଲା । ସଇନମନ୍ ଜାଇକରି ସେ ମାରୁମନ୍କେ ମରାଇ ପାକାଇଲାଇ ଆରି ସେମନ୍ ରଇଲା ସଅର୍ ପଡାଇ ପାକାଇଲାଇ ।
କାଇକେ ବଇଲେ ସେଟା ସାସ୍ତରର୍ ସବୁ ବିସଇ ଜେନ୍ତିକି ସିଦ୍ ଅଇସି, ସେଟାର୍ ପାଇ ସେ ଦିନ୍ମନ୍ ବେସି ଡଣ୍ଡ୍ ପାଇବା ଦିନ୍ମନ୍ ଅଇସି ।
ମୁଇ ତମ୍କେ କଇଲିନି, ସେ ଆସିକରି ସେ ଲକ୍ମନ୍କେ ମରାଇ ଦେଇସି । ଆରି ବଡ୍ ବିନ୍ଲକ୍ମନ୍କେ ଆଦିବାଗ୍ କର୍ବାକେ ଦେଇସି ।” ମାତର୍ କାତାନି ସୁନ୍ତେ ରଇଲା ଲକ୍ମନ୍ କଇଲାଇ, “ଏନ୍ତାର୍ କେବେ ମିସା ନଅ ।”
କେତେ ଲକ୍କେ କାଣ୍ଡାର୍ଦାର୍ ସଙ୍ଗ୍ ମରାଇବାଇ ଆରି କେତେ ଲକ୍ମନ୍କେ ବନ୍ଦିକରି ବିନ୍ବିନ୍ ଦେସେ ଦାରିଜିବାଇ । ଜିଉଦି ନଇଲା ଲକ୍ମନର୍ ବେଲା ନ ସାର୍ବାଜାକ ଜିରୁସାଲାମ୍ ବିନାସ୍ କର୍ବାକେ ଚାଡିଦେବାଇ ।”