15 ଦୁତ୍ମନ୍ ମେଣ୍ଡା ଚାରାଉ ଗଉଡ୍ମନ୍କେ ଚାଡି ସର୍ଗେ ଉଟିଗାଲା ପଚେ, ଗଉଡ୍ମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇବାର୍ ଦାର୍ଲାଇ, “ଆସା ଆମେ ସବୁ ବେତ୍ଲିଇମ୍ ଜାକ ଜାଇକରି, ପର୍ମେସର୍ ଜାନାଇରଇଲା ବିସଇ ଦେକୁ ।”
ସେ ସର୍ଗେ ବାଉଡି ଜାଇ ପର୍ମେସରର୍ ଉଜାବାଟେ ଆଚେ । ସର୍ଗେ ରଇବା ସବୁ ଦୁତ୍, ଅଦିକାର୍ ଆରି ବପୁ ଉପ୍ରେ ସେ ସାସନ୍ କଲାନି ।
ସେ ଏନ୍ତି ସେମନ୍କେ ଆସିର୍ବାଦ୍ କର୍ବାବେଲେ ପର୍ମେସର୍ ତାକେ ସରଗ୍ପୁରେ ଦାରିଗାଲା ।
ବିଚାର୍ କର୍ବାବେଲେ ଦକିନ୍ ଦେସେ ରଇବା ସେବା ନାଉଁର୍ ଗଟେକ୍ ଜାଗାର୍ ରାନି, ତମର୍ ଦସ୍ ଦେକାଇବାକେ ଟିଆ ଅଇସି, କାଇକେ ବଇଲେ ସଲମନର୍ ଗିଆନର୍ କାତା ସୁନ୍ବାକେ ବେସି ଦୁର୍ ଦେସେଅନି ସେ ଆସି ରଇଲା । ମାତର୍ ମୁଇ ତମ୍କେ ସତ୍ କଇଲିନି, ସଲ୍ମନର୍ ଟାନେ ଅନି ଗଟେକ୍ ବେସି ବଡ୍ ଲକ୍ ଇତି ଆଚେ ।”
“ସର୍ଗେ ରଇବା ପର୍ମେସରର୍ ଜୟ ଜୟ କରୁ, ଆରି ଦର୍ତନିଟାନେ ରଇବା ଜନ୍ ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ ସେମନ୍କେ ସାନ୍ତି ମିଲ ।”
ତେଇଅନି ସେମନ୍ ଦାପ୍ରେ ଜାଇ କଜିକରି ମରିୟମ୍, ଜସେପ୍ ଆରି ଗରୁସାଲର୍ ଡଙ୍ଗାଇ ପିଲା ଡୁଲିରଇଲାଟା ଦେକ୍ଲାଇ ।