16 ତେଇଅନି ସେମନ୍ ଦାପ୍ରେ ଜାଇ କଜିକରି ମରିୟମ୍, ଜସେପ୍ ଆରି ଗରୁସାଲର୍ ଡଙ୍ଗାଇ ପିଲା ଡୁଲିରଇଲାଟା ଦେକ୍ଲାଇ ।
ପଚେ ସିସ୍ମନ୍ ସେ ଗାଏଁ ଜାଇ, ଜିସୁ ଜେନ୍ତି କଇରଇଲା ସେନ୍ତି ଦେକ୍ଲାଇ ।
ଆରି ତମର୍ପାଇ ବଲି ଏଟା ଗଟେକ୍ ଚିନ୍ପାରା ଅଇସି, ତମେ ଲୁଗା ଗୁଡିଆଇକରି ଗଟେକ୍ ପିଲା ଗରୁସାଲର୍ ଡଙ୍ଗାଇ ଡୁଲାଇ ରଇବାଟା କଜି ମିଲାଇସା ।”
ଆରି ମରିୟମ୍ ତାର୍ ପଣୁଆ ପିଲାକେ ତେଇ ଜନମ୍ଦେଲା, ଆରି ତାକେ ଲୁଗାସଙ୍ଗ୍ ଗୁଡିଆଇକରି ଗରୁସାଲର୍ ଡଙ୍ଗାକୁଣ୍ଡେ ଡୁଲାଇରଇଲା, କାଇକେବଇଲେ ସେମନ୍କେ ରଇବାପାଇ ବାସାଗରେ ଟାନ୍ ନ ରଇଲା ।
ସେମନ୍ ଜାଇକରି ଜିସୁ ସେମନ୍କେ ଜେନ୍ତି କଇରଇଲା ସେନ୍ତିସେ ଦେକ୍ଲାଇ । ଆରି ନିସ୍ତାର୍ ପରବର୍ ବଜି ତିଆର୍ କଲାଇ ।
ସେଡ୍କିବେଲେ ମରିୟମ୍ ବାରଇକରି ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ଗଟେକ୍ ନଅରେ ଉଟିଗାଲା ।
ଦୁତ୍ମନ୍ ମେଣ୍ଡା ଚାରାଉ ଗଉଡ୍ମନ୍କେ ଚାଡି ସର୍ଗେ ଉଟିଗାଲା ପଚେ, ଗଉଡ୍ମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇବାର୍ ଦାର୍ଲାଇ, “ଆସା ଆମେ ସବୁ ବେତ୍ଲିଇମ୍ ଜାକ ଜାଇକରି, ପର୍ମେସର୍ ଜାନାଇରଇଲା ବିସଇ ଦେକୁ ।”
ସେମନ୍ ପିଲାକେ ଦେକିକରି, ଦୁତ୍ ଜାଇ ଜାଇଟା କଇରଇଲା, ତେଇ ରଇଲା ସବୁଲକ୍କେ କଇଲାଇ ।