ଲୁକ୍ 2:34 - ସତିଅର୍ ବାଟ୍ ନୁଆ ନିୟମ୍ 202034 ଆରି ସିମିୟନ୍ ସେଲକ୍କେ ଆସିର୍ବାଦ୍ ଦେଇ ଜିସୁର୍ ମାକେ କଇଲା, “ଏ ପିଲା ଇସ୍ରାଏଲ୍ ଦେସର୍ କେତେ କେତେ ଲକ୍ ଉବଜ୍ବାଟା ଆରି କେତେ କେତେ ଲକ୍ ବୁଡିଜିବାର୍ପାଇ ବଲି ପର୍ମେସର୍ ବାଚି ପାଟାଇଲା ଲକ୍ ଅଇସି । କେତେ କେତେ ଲକ୍ମନ୍ ତାର୍ ବିରୁଦେ କଇବା, ଗଟେକ୍ ଚିନ୍ ପାରା ଅଇସି । Gade chapit la |
ଏ ମଲ୍କିସେଦକ୍ ସାଲେମ୍ ରାଇଜର୍ ରାଜା ରଇଲା । ସେ ସବୁର୍ଟାନେଅନି ଉପ୍ରେ ରଇବା ପର୍ମେସରର୍ ପୁଜାରି ରଇଲା । ଚାର୍ଟା ରାଜାମନ୍କେ ଜୁଇଦେ ଆରାଇକରି ବାଉଡ୍ଲାବେଲେ ମଲ୍କିସେଦକ୍ ଅବ୍ରାଆମ୍କେ ବେଟ୍ ଅଇବାର୍ ଗାଲା ଆରି ତାକେ ଆସିର୍ବାଦ୍ କଲା । ସେଡ୍କିବେଲେ ଜୁଇଦେ ଜିତିକରି ତେଇର୍ ଜେତ୍କି କାଇକାଇଟା ନେଇକରି, ନିଜର୍ଟା କରିରଇଲା, ତେଇଅନି ଦସ୍ବାଗେ ଅନି ଗଟେକ୍ବାଗ୍ ଅବ୍ରାଆମ୍ ତାକେ ଦେଲା ।