35 କେତେ କେତେ ଲକ୍ ତାକେ ବିରଦ୍ କରି ନିଜର୍ ମନ୍ ବିତ୍ରର୍ କାତା ସବୁ ଜାନାଇବାଇ । ଆରି ତମର୍ ଜିବ୍ନେ ଗଟେକ୍ କାଣ୍ଡା ବୁସିଅଇରଇଲାପାରା ତମ୍କେ ବେସି ଦୁକ୍ ଆଇସି ।”
ତମର୍ ବିତ୍ରେ ଏନ୍ତାରି ଅଇବାଟା ନିକ । ଜେନ୍ତାରି କି ତେଇଅନି ପରିକାଟାନେ ସିଦ୍ ଅଇଲା ଲକ୍ମନ୍ ବାରଇବାଇ ।
ଏ ବିରଦ୍ କର୍ବାଟାମନ୍ ଆମର୍ ସଙ୍ଗ୍ ମିସିବିଡି ରଇଲାଇ । ଆରି ଏବେ ସେମନ୍ ଚାଡିଦେଲାଇ । ସେମନ୍ କେବେ ମିସା ଆମର୍ ମିସାବିଡାଟାନେ ମିସତ୍ନାଇ । ଜଦି ସେମନ୍ ସତଇସେ ଆମର୍ ସଙ୍ଗର୍ ବିସ୍ବାସି ଅଇରଇଲେ, ଆମର୍ ସଙ୍ଗ୍ ରଇତାଇ । ମାତର୍ ସେମନ୍ ଚାଡ୍ଲାର୍ପାଇ ଆମର୍ ଦଲର୍ ଲକ୍ ନଅତ୍ ବଲି ଜାନାପଡ୍ଲା ।
ଜିସୁର୍ କୁର୍ସ ଲଗେ ତାର୍ ଆୟା ମରିୟମ୍, ତାର୍ ଆୟାର୍ ବଇନି, କଲ୍ପାର୍ ମାଇଜି ମରିୟମ୍ ଆରି ମଗ୍ଦଲିନି ମରିୟମ୍ ଟିଆଅଇ ରଇଲାଇ ।
ଆରି ସିମିୟନ୍ ସେଲକ୍କେ ଆସିର୍ବାଦ୍ ଦେଇ ଜିସୁର୍ ମାକେ କଇଲା, “ଏ ପିଲା ଇସ୍ରାଏଲ୍ ଦେସର୍ କେତେ କେତେ ଲକ୍ ଉବଜ୍ବାଟା ଆରି କେତେ କେତେ ଲକ୍ ବୁଡିଜିବାର୍ପାଇ ବଲି ପର୍ମେସର୍ ବାଚି ପାଟାଇଲା ଲକ୍ ଅଇସି । କେତେ କେତେ ଲକ୍ମନ୍ ତାର୍ ବିରୁଦେ କଇବା, ଗଟେକ୍ ଚିନ୍ ପାରା ଅଇସି ।
ସେ ଦାପ୍ରେ, ଏଦେ ଦେକା ! ଆନା ନାଉଁର୍ ଗଟେକ୍ ମାଇଜି ବବିସତ୍ବକ୍ତା ତାକର୍ ଲଗେ ଆଇଲା । ସେ ଆସେର୍ ବଁସର୍ ପିନୁଏଲର୍ ଟକି, ସେ ବେସି ଡକ୍ରି ଅଇଜାଇରଇଲା । ବିବା ଅଇ ମୁନୁସ୍ ସଙ୍ଗ୍ ସାତ୍ ବରସ୍ ରଇକରି, ରାଣ୍ଡି ଅଇଗାଲା । ଆରି ତାକେ ଚାରିକଡିଚାରି ବରସ୍ ଅଇରଇଲା ।