38 ପିଲାକେ ମାପ୍ରୁର୍ଟାନେ ସର୍ପି ଦେବାବେଲେ ସେ ଦେଉଲର୍ ଡାଣ୍ଡେ କେଟି, ପର୍ମେସରର୍ ମଇମା କରିକରି ଜନ୍ ଲକ୍ମନ୍ ଜିରୁସାଲାମର୍ ମୁକ୍ତି ମିଲ ବଲି ଜାଗ୍ତେରଇଲାଇ, ସେ ଲକ୍ମନ୍କେ ପିଲାର୍ ବିସଇ କଇବାର୍ ଦାର୍ଲା ।
ସେବେଲେସେ ଜିରୁସାଲାମେ ସିମିୟନ୍ ନାଉଁର୍ ଗଟେକ୍ ଦରମ୍ ଲକ୍ ରଇଲା । ସେ ମାପ୍ରୁ ଦେକ୍ବା ଇସାବେ ନିମାନ୍ ଲକ୍ । ଇସ୍ରାଏଲ୍ ଦେସେ ଉଦାର୍କାରିଆ ଆସି ସାନ୍ତି ଦେଅ ବଲି ଜାଗିରଇଲା । ଆରି ତାର୍ଟାନେ ସୁକଲ୍ ଆତ୍ମା ବାସାଅଇରଇଲା ।
ପର୍ମେସରର୍ ବେସି ମୁଲିଅ ରଇବା ଦାନର୍ପାଇ ଆମେ ତାକେ ଦନିଅବାଦ୍ ଦେଉଁ ।
ସେ ଆକା ଇସ୍ରାଏଲର୍ ଲକ୍ମନ୍କେ ରକିଆ କର୍ସି ବଲି ଆସା କରି ରଇଲୁ । ମାତର୍ ତାକେ ମରାଇ ତିନ୍ଦିନ୍ ଅଇଲାନି ।
“ଆସା ଆମେ ଇସ୍ରାଏଲର୍ ମାପ୍ରୁକେ ଦନିଅବାଦ୍ ଦେଉ କାଇକେବଇଲେ ସେ ତାର୍ ନିଜର୍ ଲକ୍ମନ୍କେ ଦୟାକରି ମୁକ୍ଲାଇସି ।
ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍ ଦନିଅବାଦ୍ ପାଅ । କାଇକେ ବଇଲେ ସେ ଆମ୍କେ କିରିସ୍ଟର୍ ସଙ୍ଗ୍ ମିସାଇକରି ସର୍ଗେ ରଇବା ସବୁଜାକ ଆତ୍ମାଇଅନି ମିଲାଇବା ଆସିର୍ବାଦ୍ ଦେଇଆଚେ ।
ମାତର୍ ଆରାମାତିଆ ଗାଉଁର୍ ସେ ଲକ୍ ବଡ୍ସବାର୍ ଗଟେକ୍ ମେମର୍ ରଇଲେ ମିସା, ସେମନର୍ ନିଆଇ ଆରି କାମ୍ ସଙ୍ଗ୍ ରାଜିଅଇ ନ ରଇଲା । ଆରି ପର୍ମେସରର୍ ରାଇଜ୍ ଜାଗ୍ତେରଇଲା ।
ଆରାମାତିଆ ଗାଉଁର୍ ବିଚାର୍କର୍ବା ମୁକିଅ ଲକ୍ ବିତ୍ରେ ରଇଲା ଜସେପ୍ ନାଉଁର୍ ଗଟେକ୍ ଲକ୍, ପର୍ମେସର୍ ସାସନ୍ କର୍ବା ରାଇଜର୍ ବେଲା ଆସ ବଲି ଜାଗିରଇବା ଗଟେକ୍ ଲକ୍ । ବେସି ସାଆସ୍ଅଇ ପିଲାତର୍ ଲଗେ ଜାଇକରି ଜିସୁର୍ ମଲାମଡ୍ ମାଙ୍ଗ୍ଲା ।
ସେ ଦାପ୍ରେ, ଏଦେ ଦେକା ! ଆନା ନାଉଁର୍ ଗଟେକ୍ ମାଇଜି ବବିସତ୍ବକ୍ତା ତାକର୍ ଲଗେ ଆଇଲା । ସେ ଆସେର୍ ବଁସର୍ ପିନୁଏଲର୍ ଟକି, ସେ ବେସି ଡକ୍ରି ଅଇଜାଇରଇଲା । ବିବା ଅଇ ମୁନୁସ୍ ସଙ୍ଗ୍ ସାତ୍ ବରସ୍ ରଇକରି, ରାଣ୍ଡି ଅଇଗାଲା । ଆରି ତାକେ ଚାରିକଡିଚାରି ବରସ୍ ଅଇରଇଲା ।