15 ଆରି ସେମନ୍ ସାଉକାରର୍ ପିଲାକେ ବାଇରେ ନେଇ ମାରି ମରାଇଦେଲାଇ । ଏନ୍ତି ବଇଲେ ସାଉକାର୍ ସେ ଲକ୍ମନ୍କେ କାଇଟା କରିରଇସି ?
ସେଟାସେ ଜିସୁକେ ଅଇରଇଲା । କାଇକେବଇଲେ, ତାକେ ନଅରର୍ ବାଇରେ ଲକ୍ମନ୍ ମରାଇରଇଲାଇ । ଆରି ତାର୍ ବନି ଗୁଲାଇ ମୁନୁସ୍ ଜାତିର୍ ପାପ୍ ଦଇଦେଲା ।
ମାତର୍ ସେମନ୍ ସେ ପିଲା ଆଇବାଟା ଦେକିକରି ତାକର୍ ବିତ୍ରେ କାତାଅଇଲାଇ, “ଏଟାସେ ସେ ସାଉକାରର୍ ପିଲା, ଆମେ ଆକେ ମରାଇଦେଲେ ଏ ସବୁ ଦନ୍ ଆମର୍ ଅଇଜାଇସି ।
ମୁଇ ତମ୍କେ କଇଲିନି, ସେ ଆସିକରି ସେ ଲକ୍ମନ୍କେ ମରାଇ ଦେଇସି । ଆରି ବଡ୍ ବିନ୍ଲକ୍ମନ୍କେ ଆଦିବାଗ୍ କର୍ବାକେ ଦେଇସି ।” ମାତର୍ କାତାନି ସୁନ୍ତେ ରଇଲା ଲକ୍ମନ୍ କଇଲାଇ, “ଏନ୍ତାର୍ କେବେ ମିସା ନଅ ।”