15 କାଇକେ ବଇଲେ ମୁଇ ତମ୍କେ ଟିକ୍ପଦ୍ କଇବାକେ ଗିଆନ୍ ଦେବି । ତମ୍କେ ବିରଦ୍ କର୍ବା ଲକ୍ମନ୍ ସେ ଗିଆନର୍ ବାଦୁଲେ କାଇଟା କଇନାପାରତ୍ ।
ମର୍ପାଇ ମିସା ପାର୍ତନା କରା । ଜେନ୍ତିକି ମୁଇ କାତା ଅଇବାବେଲେ ପର୍ମେସର୍ ମକେ ଟିକ୍ ବାକିଅ ଦେଅ । ସେନ୍ତାର୍ କଲେ, ସୁବ୍ କବରର୍ ଲୁଚିରଇବା ବିସଇ ମୁଇ କାକେ ନ ଡରିକରି ଲକ୍ମନ୍କେ ଜାନାଇ ପାର୍ବି ।
କାଇକେବଇଲେ କାଇଟା କଇବାକେ ଅଇସି, ସେବେଲାଇ ସୁକଲ୍ଆତ୍ମା ତମ୍କେ ସିକାଇସି ।”
ମାତର୍ ସୁକଲ୍ ଆତ୍ମା ତିପାନ୍କେ ଏନ୍ତି ଗିଆନ୍ ଦେଲାଜେ, କେମିସା ତାର୍ କାତା ଚାଡାଇକରି କଇ ନାପାର୍ତେ ରଇଲାଇ ।
ତାର୍ପଚେ ଦରମ୍ ସାସ୍ତରର୍ ଅରତ୍ ବୁଜ୍ବାକେ ଜିସୁ ସେମନର୍ ବୁଜ୍ବା ବପୁ ଉଗାଡି ଦେଲା ।
ମାତର୍ ତମର୍ ବିତ୍ରେ ଜଦି କାକେ ଗିଆନ୍ ଉନା ରଇ, ଗିଆନ୍ ପାଇବାର୍ଆଲେ ପର୍ମେସର୍କେ ମାଙ୍ଗା । ସେ ତାର୍ ଆତ୍ ମେଲାକରି, ଦସ୍ ନ ଦାରି ସବୁକେ ଦାନ୍ କର୍ସି ।
ଆଗ୍ରିପା ପାଉଲ୍କେ କଇଲା, “ଏ ଅଲପ୍ ବେଲା ବିତ୍ରେ ତୁଇ କାଇ ମକେ ବିସ୍ବାସି କରିଦେବି ବଲି ବାବ୍ଲୁସ୍ନି କି ?”
ମାତର୍ ଜେଡେବେଲେ ପାଉଲ୍ ଦରମ୍ ଚଲାଚଲ୍ତି ଆରି ଲକ୍ମନ୍ ନିଜର୍ ପାପର୍ ଗୁନ୍ଚଲନ୍ ଇସାବେ ନ ଜାଇକରି ନିଜେ ଦାରିଅଇରଇବା ବିସଇ, ଆରି ଆଇବା ଦିନର୍ ବିଚାର୍ନା ବିସଇ କଇବାକେ ଦାର୍ଲା, ପେଲିକସ୍ ଡରିଜାଇକରି “ତମେ ଏବେ ଜାଇପାରାସ୍ ।” ବଲି କଇଲା, “ବେଲା ପାଇଲେ ଆରି ତରେକ୍ ମୁଇ ତମ୍କେ ଡାକାଇବି ।”
ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ ।
ଆରି ତମର୍ ମାଆ ବାବା, ବାଇ, ନିଜର୍ ଲାଗାର୍ ଲିତାର୍ ଲକ୍, ମଇତର୍ମନ୍ ଆରି କୁଟୁମର୍ ଲକ୍ମନ୍, ତମ୍କେ ବିରଦିମନ୍କେ ସର୍ପି ଦେବାଇ ଆରି ତମର୍ ବିତ୍ରେ ଅନି କେତେ ଲକ୍କେ ମରାଇଦେବାଇ ।