6 “ଏନ୍ତି ଦିନ୍ ଆଇସି, ଏବେ ତମେ କାଇ କାଇଟା ଦେକ୍ଲାସ୍ନି ସେଟା ସବୁ କୁରୁପ୍ନାସ୍ ଜାଇସି । ଗଟେକ୍ ପାକ୍ନା ମିସା ତାର୍ ଜାଗାଇ ନ ରଏ । ସବୁ ମାଟିତେଇ ମିସି ଜାଇସି ।”
ଜିସୁ ତାକେ କଇଲା, “ତୁଇ ଏ ବଡ୍ ବଡ୍ ପାକ୍ନାଇ ତିଆର୍ ଅଇଲା ପର୍ମେସରର୍ ଗର୍ ଦେକ୍ଲୁସ୍ନି ? ଏ ସବୁ ଗର୍ ନସ୍ଟ ଅଇଜାଇସି । ସବୁ ପାକ୍ନାମନ୍ ଡୁଲିକରି ମାଟିତେଇ ଏନେତେନେ ଅଇଜାଇସି, ଗଟେକ୍ ପାକ୍ନା ଆରି ଗଟେକ୍ ପାକ୍ନାର୍ ଉପ୍ରେ ନ ରଏ ।”
ଜିସୁ କଇଲା, “ଏବେ ସିନା ଏ ସବୁ ଦେକ୍ଲାସ୍ନି । ମୁଇ ତମ୍କେ ସତ୍ କଇଲିନି ଏ ମନ୍ଦିରର୍ ଗଟେକ୍ ମିସା ପାକ୍ନା ତାର୍ ଜାଗାଇ ନ ରଏ । ସବୁଜାକ ଅଦ୍ରି ବିଲିଜାଇସି ।”
ତାର୍ ପଚେ ସେମନ୍ ଜିସୁକେ ପାଚାର୍ଲାଇ, “ଏ ଗୁରୁ, ଏଟା ସବୁ କେବେ ଅଇସି ? ଆରି ଏ ସବୁ ଗଟ୍ନା କେଟ୍ବା ଆଗ୍ତୁ ସେଟା କେଡେବଲ୍ ଅଇସି ବଲି କେନ୍ତି ଚିନି ଅଇସି ?”