26 ମାତର୍ ତମର୍ ବିତ୍ରେ ଏନ୍ତି ନ ଉଆ । କେ ବଡ୍ ସେ ସାନ୍ ଅ । ଆରି କେ ନେତା ରଇସି ସେ ସବୁଲକର୍ ସେବା କର୍ବାର୍ ଆଚେ ।
ସେନ୍ତାରିସେ ଏ ଦାଙ୍ଗ୍ଡାମନ୍, ତମେ ବଡ୍ଲକ୍ମନର୍ କାତା ମାନିକରିରୁଆ । ମନ୍ ବିତ୍ରେ ସୁଆଲ୍ ରଇ ଗଟେଲକ୍ ଆରି ଗଟେଲକ୍କେ ସେବା କରାକରି ଅଇରୁଆ । କାଇକେବଇଲେ ସାସ୍ତରେ ଲେକା ଅଇଲାଆଚେ ବଡ୍ପନ୍ ଅଇବା ଲକ୍ମନ୍କେ ପର୍ମେସର୍ ବିରଦ୍ କର୍ସି, ମାତର୍ ମନେ ମନେ ସୁଆଲ୍ ରଇବା ଲକ୍ମନ୍କେ ଦୟା ଦେକାଇସି ।
ତମେ ଦେକାରକା କର୍ବା ଲକ୍ମନ୍କେ ବାଦିଅ କରାନାଇ । ତାର୍ ବାଦୁଲେ ତମର୍ ନିକ ଚଲାଚଲ୍ତି ଦେକି ସେମନ୍ ସିକତ୍ ।
“କେ ମିସା ମର୍ ନାଉଁଦାରି ଏ ପିଲାକେ ନାମ୍ସି, ସେ ମକେ ନାମ୍ସି । ଜେ ମକେ ନାମ୍ସି, ସେ ମର୍ ପାଟାଇରଇବା ବାବାକେ ନାମ୍ସି । ସେଟାର୍ପାଇ ତମର୍ ବିତ୍ରେ ଜେ ସବୁର୍ ଟାନେଅନି ସାନ୍, ସେ ପର୍ମେସର୍ ତେଇ ମୁକିଅ ।”
ଜିସୁ ବସ୍ଲା ଆରି ତାର୍ ବାର୍ଟା ସିସ୍ମନ୍କେ ତାର୍ଲଗେ ଡାକାଇ ସେମନ୍କେ କଇଲା, “ଜଦି କେ ମୁକିଆ ଅଇବାକେ ମନ୍ କଲେ, ସେ ସବୁର୍ଟାନେଅନି ସାନ୍ ଅଇବାର୍ ଆଚେ, ଆରି ସବୁଲକର୍ ସେବା କର୍ବାର୍ ଆଚେ ।”
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କରାଇସି, ସେଟା ଜାନି ପାର୍ସା ।
ମାତର୍ ତମେ ସେନ୍ତାର୍ ଉଆନାଇ । ତମର୍ ବିତ୍ରେ ଗଟେକ୍ ଲକ୍ ବଡ୍ ଅଇବାକେ ମନ୍ କଲାନି ବଇଲେ, ସେ ସବୁଲକର୍ ସେବା କର୍ବାର୍ ଆଚେ ।
ମାତର୍ ତମର୍ ବିତ୍ରେ ଏନ୍ତି ନ ରଇକରି ବିନ୍ବାବେ ରଇବାର୍ ଆଚେ । ତମର୍ ବିତ୍ରେଅନି କେ ବଡ୍ ଲକ୍ ପାରା ଦେକାଇଅଇବାକେ ମନ୍ କଲାନି ବଇଲେ, ସେ ତମର୍ ସବୁ ଲକର୍ ଗଟେକ୍ ଗତିଦାଙ୍ଗ୍ଡା ପାରା ରଅ ।