67 “ତୁଇ ସତଇସେ ପର୍ମେସର୍ ବାଚିପାଟାଇଲା କିରିସ୍ଟ କି ? ଆମ୍କେ କଅ ।” ମାତର୍ ଜିସୁ ସେମନ୍କେ କଇଲା, “ମୁଇ କଇଲେ ମିସା ତମେ ବିସ୍ବାସ୍ ନ କରାସ୍ ।
ଅବ୍ରାମ୍ ତାକେ କଇଲା, “ତର୍ ବାଇମନ୍ ମସାର୍ ଆରି ବବିସତ୍ବକ୍ତାମନର୍ କାତା ନ ସୁନତ୍ ବଇଲେ ମଲାଟାନେଅନି ଉଟିକରି ଗଟେକ୍ ଲକ୍ ଜାଇ କଇଲେ ମିସା ସେମନ୍ ନ ମାନତ୍ ।”
ମୁଇ ତମ୍କେ ପାଚାର୍ଲେ ମିସା ନ କୁଆସ୍ ।
ଏତ୍କି ବିତ୍ରେ ବଡ୍ ପୁଜାରି ଜିସୁର୍ ସିସ୍ମନର୍ ବିସଇ ଆରି ଜିସୁ ସିକାଇଦେଲା ବିସଇ ସେମନ୍କେ ପାଚାର୍ବାର୍ଦାର୍ଲା ।
ଏନ୍ତି ବଇଲେ କାଇକେ ମକେ ପାଚାର୍ଲୁସ୍ନି ? ଜନ୍ ଲକ୍ମନ୍ ମୁଇ କଇଲା କାତା ସୁନିଆଚତ୍, ସେ ଲକ୍ମନ୍କେ ପାଚାର୍ । ମୁଇ ଜାଇଜାଇଟା କଇଲିଆଚି, ସେଟା ସେମନ୍ ଜାନିଆଚତ୍ ।”