24 ତାର୍ ପଚେ ପିଲାତ୍ ଲକ୍ମନର୍ ଜାଇଟା କର୍ବାକେ ମନ୍ କଲାଇ, ସେ ଇସାବେ ଜିସୁକେ ମରନର୍ ଡଣ୍ଡ୍ ଦେବାକେ ରାଜି ଅଇଲା ।
ସାରାସାରି ପିଲାତ୍ ବାର୍ବାକେ ମୁକ୍ଲାଇଦେଇ ଜିସୁକେ କର୍ଡା ସଙ୍ଗ୍ ମାର୍ବାକେ ଆଦେସ୍ ଦେଲା, ତାର୍ ପଚେ କୁର୍ସେ ମରାଇବା ପାଇ ସନିଅମନ୍କେ ସର୍ପି ଦେଲାଇ ।
ସେଟାର୍ପାଇ ପିଲାତ୍ ଲକ୍ମନ୍କେ ସାର୍ଦା କରାଇବାକେ ମନ୍କରି ବାର୍ବାକେ ବନ୍ଦି ଗରେଅନି ମୁକ୍ଲାଇଦେଇ ଜିସୁକେ କର୍ଡା ସଙ୍ଗ୍ ମାରି, କୁରୁସ୍କାଟେ କୁଟିମାରି ମରାଇଦେବାକେ ସନିଅମନ୍କେ ସର୍ପିଦେଲା ।
ତାର୍ ପଚେ ପିଲାତ୍ ଜିସୁକେ ନେଇ କର୍ଡା ସଙ୍ଗ୍ ମାରା ବଲି ଆଦେସ୍ ଦେଲା ।
ମାତର୍ ଲକ୍ମନ୍ ଆରି ବେସି ଆଉଲିଅଇ ତର୍କେ ତର୍ “ତାକେ କୁର୍ସେ ଚଗାଇ ମରାଆ !” ବଲି ବାଦିଅ କଲାଇ । ସାରାସାରି ପଚେ ସେମନ୍ ଆଉଲିଅଇଲାଟା ଜିତ୍ଲା ।
ପଚେ ପିଲାତ୍ ଲକ୍ମନର୍ କଇବା ଇସାବେ, ବାର୍ବା ନାଉଁର୍ ଲକ୍ ଜେ କି, ଆଗ୍ତୁ ଗଟେକ୍ ଲକ୍କେ ମରାଇରଇଲା ଆରି ସର୍କାରର୍ ବିରୁଦେ ବୁଲ୍କାମ୍ କରି ବନ୍ଦି ଅଇରଇଲା, ତାକେ ମୁକ୍ଲାଇଲା । ଜିସୁକେ ତାକର୍ ମନ୍କଲା ଇସାବେ ଡଣ୍ଡ୍ ଦେବାକେ ସର୍ପିଦେଲା ।