ଲୁକ୍ 23:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ପଚେ ପିଲାତ୍ ଲକ୍ମନର୍ କଇବା ଇସାବେ, ବାର୍ବା ନାଉଁର୍ ଲକ୍ ଜେ କି, ଆଗ୍ତୁ ଗଟେକ୍ ଲକ୍କେ ମରାଇରଇଲା ଆରି ସର୍କାରର୍ ବିରୁଦେ ବୁଲ୍କାମ୍ କରି ବନ୍ଦି ଅଇରଇଲା, ତାକେ ମୁକ୍ଲାଇଲା । ଜିସୁକେ ତାକର୍ ମନ୍କଲା ଇସାବେ ଡଣ୍ଡ୍ ଦେବାକେ ସର୍ପିଦେଲା । Gade chapit la |