26 ସନିଅମନ୍ ଜିସୁକେ ଦାରିଜିବା ବେଲେ କୁରିଣିୟ ସିମନ୍ ନାଉଁର୍ ଲକ୍କେ ବେଟ୍ପାଇଲାଇ । ଜେ କି ଗାଏଁଅନି ଜିରୁସାଲାମେ ଆଇତେରଇଲା । ତାକେ ଅଟ୍କାଇକରି ଜିସୁ ବଇଲା କୁର୍ସ ଲାଦିଦେଲାଇ ଆରି ତାର୍ ପଚେ ଜିବାକେ ବାଦିଅ କଲାଇ ।
ମାତର୍ କେତେଲକ୍ ତାକେ ବିରଦ୍ କଲାଇ । ଏମନ୍ ଗତି କଟ୍ବାତେଇଅନି, ମୁକ୍ଲିରଇବା ଜିଉଦିମନ୍କେ ନେଇ, ଅଇରଇବା ପାର୍ତନା ଗରର୍ କେତେ ଲକ୍, ସେମନର୍ ବିତ୍ରେଅନି କେତେଲକ୍ ସାରିଆ ଅନି, କେତେକ୍ ଆଲେକ୍ଜାଣ୍ଡ୍ରିଆ ଅନି । ସେମନ୍ ସିଲିସିଆ ଅନି ଆରି ଆସିଆଇଅନି ଆସିରଇବା ବିନ୍ ଜିଉଦିମନର୍ ସଙ୍ଗ୍ ମିସିକରି ତିପାନର୍ ବିରଦେ ଦଦାପେଲା ଅଇଲାଇ ।
ବିସ୍ବାସିମନ୍ ଏ ସାତ୍ଲକ୍କେ ପେରିତ୍ମନର୍ ଲଗେ ଆନ୍ଲାଇ । ସେମନ୍କେ, ଆତ୍ ସଙ୍ଗଇ ପାର୍ତନା କଲାଇ ।
ପିରିଜିଆ ଆରି ପପୁଲିଆ, ମିସର୍ ଆରି କୁରିଣି ଲଗେ ରଇଲା ଲିବିଆ ଜାଗାର୍ ଲକ୍ । ଆମର୍ ବିତ୍ରେ ରମ୍ରାଇଜେଅନି ଆସିରଇବା, ଜନମେ ଅନି ଜିଉଦି ଅଇଲା ଲକ୍ ଆଚୁ ଆରି ପଚେ ଜିଉଦି ଦରମ୍ ନେଲା ଲକ୍ ମିସା ଆଚୁ ।
ଗଟେକ୍ ଲକ୍ ମର୍ ପଚେ ପଚେ ଇଣ୍ଡ୍ବାର୍ଆଲେ, ତାକେ ଦିଆଅଇଲା କୁରୁସ୍ ବଇକରି ନ ଇଣ୍ଡେ ବଇଲେ, ସେ କେବେ ମର୍ ସିସ୍ ଅଇନାପାରେ ।
ସେଡ୍କିବେଲେ ଜିସୁ ସବୁଲକ୍କେ କଇଲା, “ତେବେ କେ ମିସା ମର୍ସଙ୍ଗ୍ ଆଇବାକେ ମନ୍ କର୍ସି, ସେ ନିଜର୍ ମନ୍କଲାଟା ସବୁ ଚାଡିଦେବାର୍ ଆଚେ, ଆରି ସବୁଦିନ୍ ତାର୍ ନିଜର୍ କୁର୍ସ ବଇ ମର୍ ସଙ୍ଗ୍ ଆସ ।
ଆନ୍ଟିଅକି ମଣ୍ଡଲିତେଇ କେତେଟା ବବିସତ୍ବକ୍ତା ଆରି ସିକିଆ ଦେବା ଗୁରୁ ରଇଲାଇ । ସେମନର୍ ବିତ୍ରେ ରଇଲାଇ ବର୍ନବା, ସିମନ୍ ଜାକେ କି ନିଗର୍ ଡାକ୍ତେରଇଲାଇ, ଲୁସିଅସ୍, ଜେ କି କୁରିନିୟ ଅନି ଆସିରଇଲା, ମନଏଁମ୍ ଜେ କି ଏରଦର୍ ଗରେ ବଡି ରଇଲା ଆରି ସାଉଲ୍ ।
ପଚେ ପିଲାତ୍ ଲକ୍ମନର୍ କଇବା ଇସାବେ, ବାର୍ବା ନାଉଁର୍ ଲକ୍ ଜେ କି, ଆଗ୍ତୁ ଗଟେକ୍ ଲକ୍କେ ମରାଇରଇଲା ଆରି ସର୍କାରର୍ ବିରୁଦେ ବୁଲ୍କାମ୍ କରି ବନ୍ଦି ଅଇରଇଲା, ତାକେ ମୁକ୍ଲାଇଲା । ଜିସୁକେ ତାକର୍ ମନ୍କଲା ଇସାବେ ଡଣ୍ଡ୍ ଦେବାକେ ସର୍ପିଦେଲା ।
ସନିଅମନର୍ ବିତ୍ରେ ଅନି, କେ ମିସା ତମ୍କେ ତାର୍ ବଜ୍ ବୁଆଇ କରି ଗଟେକ୍ କିଲମିଟର୍ ଜୁ ଆକା ବଇଲେ, ତମେ ତାର୍ ସଙ୍ଗ୍ ଦୁଇ କିଲମିଟର୍ ଜା ।