33 ଆରି ସେମନ୍ କପ୍ରି ନାଉଁର୍ ଗଟେକ୍ ଜାଗାଇ କେଟିକରି ଜିସୁକେ ଆରି ଚର୍ମନ୍କେ, ତାର୍ ଡେବ୍ରି ବାଟେ ଗଟେକ୍ ଲକ୍କେ ଆରି ଉଜାବାଟେ ଗଟେକ୍ ଲକ୍କେ ଆତେ, ପାଦେ କୁଟିମାରି ଟେକିଦେଲାଇ ।
ଆମେ ପାପ୍ କଲାର୍ପାଇ ପାଇବା ଡଣ୍ଡ୍ କୁରୁସ୍କାଟେ ମରିକରି କିରିସ୍ଟ ନିଜେ ବଇନେଲା । ପାପ୍ କର୍ବାଟା ଚାଡିକରି ଦରମ୍ ଚଲାଚଲ୍ତି କର୍ବାକେ ସେ ଏନ୍ତାରି କଲା । ତାର୍ ଗାଗ୍ଡେ ମାରି ରଇବା ଗାଉର୍ ଲାଗି ଆମେ ନିକ ଅଇଆଚୁ ।
ଜିସୁ କେନ୍ତାରି ଅଇ ମର୍ବାକେ ଗାଲାନି ସେ ବିସଇ ନେଇକରି ଜନ୍ କାତା କଇରଇଲା ସେ କାତା ସିଦ୍ଅଇବାକେ ଏନ୍ତି ଅଇଲା ।
ଆମେ କେ ମିସା ନିୟମର୍ ସବୁ ଆଦେସ୍ ମାନି ନାପାରୁ । ସେଟାର୍ପାଇ ଆମେ ସବୁ ଡଣ୍ଡ୍ ପାଇବାର୍ ରଇଲା । ମାତର୍ କିରିସ୍ଟ ଆମର୍ ସାଇପ୍ ନିଜେ ନେଲା ଆରି ନିୟମର୍ ସାଇପେଅନି ଆମ୍କେ ମୁକ୍ଲାଇଲା । ଦରମ୍ ସାସ୍ତରେ ଲେକାଆଚେ, ଜେ ଗଚେ ଉଚ୍କିଅଇ ମର୍ସି, ସେ ପରମେସରର୍ତେଇ ଅନି ସାଇପ୍ ପାଇଲା ଲକ୍ !
ସାସ୍ତରେ ଜନ୍ ସବୁ ବିସଇ ଲେକା ଆଚେ, ସେ ଇସାବେ ସବୁ କାମ୍ କଲାପଚେ ସେମନ୍ ତାକେ କୁର୍ସେଅନି ଉତ୍ରାଇ ଆନ୍ଲାଇ । ବିନ୍ଲକ୍ମନ୍ ଆସିକରି ତାର୍ ଗାଗଡ୍ ନେଇ ସମାଦିଟାନେ ସଙ୍ଗଇଲାଇ ।
ତମେ ଜିସୁକେ କୁର୍ସେ ଚଗାଇ ମରାଇଲାପଚେ, ଆମର୍ ଆନିଦାଦିମନର୍ ପର୍ମେସର୍ ତାକେ ମଲାଟାନେଅନି ଉଟାଇଲାଆଚେ ।
ତାର୍ ଆଗ୍ତୁର୍ ଜଜ୍ନା ଇସାବେ ସେ କାତା ଦେଇସାରାଇରଇଲା କି, ଜିସୁ ତମର୍ ଆତେ ସର୍ପାଇ ଅଇସି । ତାର୍ପଚେ ତାର୍ ନିୟମ୍ ନ ମାନ୍ବା ଲକ୍ମନ୍ ତାକେ କୁର୍ସେ ଚଗାଇ ମରାଅତ୍ ବଲି ତମେ ତାକେ ଏନ୍ତି କଲାସ୍ ।
“ଆରି ମସା କେନ୍ତି ମରୁବାଲି ବୁଏଁ ପିତଲ୍ ସାଁପ୍କେ ଡେଲି ଉପ୍ରେ ଟେକି ରଇଲା, ସମାନ୍ ସେନ୍ତାରିସେ ପର୍ମେସର୍ ତେଇଅନି ଆଇଲା ନର୍ପିଲା ମକେ ମିସା, ଗଟେକ୍ ଦିନେ ଉପ୍ରେ ଟେକ୍ବାଇ ।
ନର୍ପିଲା ପାପି ଲକ୍ମନର୍ ଆତେ ସର୍ପାଇ ଅଇସି ଆରି ସେମନ୍ ତାକେ କୁର୍ସେ କୁଟିମାରି ମରାଇ ଦେବାଇ । ମାତର୍ ତିନ୍ଦିନ୍ ଗାଲାପଚେ ସେ ଆରି ତରେକ୍ ଜିବନ୍ ଅଇ ଉଟ୍ସି ।”
“ନିସ୍ତାର୍ ପରବ୍ ଅଇବାକେ ଆରି ଦୁଇ ଦିନ୍ ଆଚେ । ସେଟା ତମେ ଜାନାସ୍ । ସେଡ୍କିବେଲେ ନର୍ପିଲା ମୁଇ କୁର୍ସେ ମର୍ବାକେ ଲକ୍ମନ୍କେ ସର୍ପି ଅଇବି ।”
ତାର୍ପଚେ ସେମନ୍ ମକେ, ଜିଉଦି ନ ଅଇଲା ଲକ୍ମନ୍କେ ସର୍ପି ଦେବାଇ । ଜିଉଦି ନ ଅଇଲା ଲକ୍ମନ୍, ମକେ କିଜାଇବାଇ, କର୍ଡା ସଙ୍ଗ୍ ମାର୍ବାଇ ଆରି କୁର୍ସେ ଚଗାଇବାଇ । ମାତର୍ ତିନ୍ଦିନ୍ ପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।”