35 ସବୁ ଲକ୍ମନ୍ ଟିଆଅଇ ଦେକ୍ବାବେଲେ ଜିଉଦି ନେତାମନ୍ ଜିସୁକେ କିଜାଇକରି ଆଁସ୍ଲାଇ ଆରି କଇଲାଇ “ସେ ବିନ୍ଲକ୍ମନ୍କେ ରକିଆ କଲା, ଜଦି ତୁଇ ପର୍ମେସର୍ ବାଚିପାଟାଇଲା କିରିସ୍ଟ ବଇଲେ ନିଜ୍କେ ରକିଆ କର ।”
ତେବର୍ପାଇ କିରିସ୍ଟର୍ ଲଗେ ଆସା । ସେ, ଗର୍ ଡାଟ୍ କର୍ବା ଜିବନ୍ ପାକ୍ନା ପାରା ଆଚେ । ଏ ପାକ୍ନା, କାଇ ମୁଲିଅ ନାଇ ବଲି, ଲକ୍ମନ୍ ଚାଡିଦେଇରଇଲାଇ । ମାତର୍ ପର୍ମେସର୍ ସେଟାକେସେ, ବେସି ମୁଲିଅ ରଇବାଟା ବଲି ବାଚିଆଚେ ।
ପାରୁସି ଦଲର୍ ଲକ୍ମନ୍ ଏ ସବୁ କାତା ସୁନି ଜିସୁକେ ଟାପ୍ରା କଲାଇ, କାଇକେ ବଇଲେ ଡାବୁ ଆକା ସେମନର୍ ଜିବର୍ ଦନ୍ ବଲି ବାବ୍ତେ ରଇଲାଇ ।
“ଏ ମର୍ ବାଚିରଇବା ସେବାକାରିଆ । ଆକେ ମୁଇ ଆଲାଦ୍ କଲିନି, ତାର୍ ଲଗେ ମର୍ ସାର୍ଦା । ମର୍ ଆତ୍ମା ତାର୍ ଉପ୍ରେ ଆସି ଡାବି ଅଇସି, ସେ ସବୁ ଜାତିର୍ ଲଗେ ଜାଇ ମର୍ ଟିକ୍ ବିଚାର୍ନା ଜାନାଇସି ।
ଆରି ଦେକା ଆକାସେ ଅନି ଏନ୍ତି କାତା ଆଇଲା “ଏ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ।”
ତାର୍ପଚେ ପିଲାତ୍ ମୁକିଅ ପୁଜାରିମନ୍କେ, ନେତାମନ୍କେ ଆରି ସବୁ ଲକ୍ମନ୍କେ ଗଟେକ୍ଟାନେ ରୁଣ୍ଡାଇକରି ସେମନ୍କେ କଇଲା,
ତେଇ ବଡ୍ ବୁଲ୍ କରି କୁର୍ସେ ଚଗାଇଅଇରଇବା ଗଟେକ୍ ଲକ୍ ଜିସୁକେ ନିନ୍ଦା କରି କଇଲା, “ତୁଇ ଜଦି ପର୍ମେସର ବାଚି ପାଟାଇଲା କିରିସ୍ଟ ରାଜା ଜିସୁ ବଇଲେ, ନିଜ୍କେ ରକିଆ କରି ଆମ୍କେ ମିସା ରକିଆ କର୍ ।”