39 ତେଇ ବଡ୍ ବୁଲ୍ କରି କୁର୍ସେ ଚଗାଇଅଇରଇବା ଗଟେକ୍ ଲକ୍ ଜିସୁକେ ନିନ୍ଦା କରି କଇଲା, “ତୁଇ ଜଦି ପର୍ମେସର ବାଚି ପାଟାଇଲା କିରିସ୍ଟ ରାଜା ଜିସୁ ବଇଲେ, ନିଜ୍କେ ରକିଆ କରି ଆମ୍କେ ମିସା ରକିଆ କର୍ ।”
ଜିସୁର୍ ସଙ୍ଗ୍ କୁର୍ସେ ଚଗିରଇବା ଦୁଇଟା ଚର୍ମନ୍ ମିସା ତାକେ ସେନ୍ତାରି କିଜାଇଲାଇ ।
“ତମେ ସତଇସେ ଇସ୍ରାଏଲର୍ ରାଜା କିରିସ୍ଟ ଅଇରଇଲେ, କୁର୍ସେ ଅନି ଉତ୍ରି ଆଉ । ସେନ୍ତି ଅଇଲେ ଆମେ ଦେକିକରି ବିସ୍ବାସ୍ କର୍ବୁ ।” ବଲି କଇଲାଇ । ଜନ୍ ଲକ୍ମନ୍କେ ଜିସୁର୍ ସଙ୍ଗ୍ କୁର୍ସେ ଚଗାଇରଇଲାଇ, ସେମନ୍ ମିସା ଜିସୁକେ ନିନ୍ଦା କଲାଇ ।
ସବୁ ଲକ୍ମନ୍ ଟିଆଅଇ ଦେକ୍ବାବେଲେ ଜିଉଦି ନେତାମନ୍ ଜିସୁକେ କିଜାଇକରି ଆଁସ୍ଲାଇ ଆରି କଇଲାଇ “ସେ ବିନ୍ଲକ୍ମନ୍କେ ରକିଆ କଲା, ଜଦି ତୁଇ ପର୍ମେସର୍ ବାଚିପାଟାଇଲା କିରିସ୍ଟ ବଇଲେ ନିଜ୍କେ ରକିଆ କର ।”
“ତୁଇ ଜଦି ଜିଉଦି ଲକ୍ମନର୍ ରାଜା, ନିଜ୍କେ ରକିଆ କର୍ ।”
ମାତର୍ ଆରି ଗଟେକ୍ ଲକ୍ ତାକେ ଦମ୍କାଇ କରି କଇଲା, “ତୁଇ କାଇ ପର୍ମେସର୍କେ ଡରୁସ୍ ନାଇ କି ? ତୁଇ ମିସା ତାର୍ପାରା ସମାନ୍ ଡଣ୍ଡ୍ ପାଇଲୁସ୍ନି କି ନାଇ ?