46 ଆରି ଜିସୁ ଆଉଲିଅଇ କଇଲା, “ଏ ବାବା, ମର୍ ଆତ୍ମା ତକେ ସର୍ପିଦେଲିନି ।” ଏତ୍କି କଉ କଉ ତାର୍ ଜିବନ୍ ଚାଡିଗାଲା ।
ସେମନ୍ ତିପାନର୍ ଉପ୍ରେ ପାକ୍ନା ମାର୍ବା ବେଲେ ସେ ମାପ୍ରୁକେ ପାର୍ତନା କରି କଇଲା, “ମାପ୍ରୁ ଜିସୁ, ମର୍ ଆତ୍ମାକେ ସଙ୍ଗୁଆ !”
ଜିସୁ ସେଟା କାଇକରି “ସାରିଗାଲାବେ ! ” ବଲି କଇଲା । ଏତ୍କି କଇକରି ତାର୍ ଆତ୍ମା ସର୍ପିଦେଲା ।
ଲକ୍ମନ୍ ତାକେ କିଜାଇଲାବେଲେ ସେ ନିନ୍ଦା କାତାକଇ ଟଣ୍ଡ୍ ଲାଗାଏ ନାଇ । ତାକେ ଦୁକ୍ କସ୍ଟ ଦେଲାକେ ସେ ଦମ୍କାଏ ନାଇ । ମାତର୍ କାଇ ଅନିଆଇ ନ କର୍ବା ପର୍ମେସର୍କେ ସବୁ ବିସଇ ଚାଡିଦେଲା ।
ଜିସୁ ଏ ଜଗତେ ରଇଲାବେଲେ, ସେ ଆକ୍ମାରି କାନ୍ଦିକରି ଆରି ଆଁସୁ ଜରାଇକରି କାନ୍ଦି ପର୍ମେସର୍କେ ପାର୍ତନା କରିଲାଗିରଇଲା । ମରନେଅନି ତାକେ ରକିଆ କର୍ବାକେ ପର୍ମେସର୍କେ ବପୁଆଚେ ବଲି ସେ ଜାନିକରି ଏନ୍ତାରି କଲା । ସେ ନିଜେ ଦୟାଦରମ୍ ଦେକାଇଲାକେ ଆରି ପର୍ମେସରର୍ କାତା ମାନ୍ଲାକେ, ପର୍ମେସର୍ ତାର୍ ପାର୍ତନା ସୁନ୍ଲା ।