48 ଆରି ଜନ୍ ଲକ୍ମନ୍ ଏ ଗଟ୍ନା ଦେକ୍ବାକେ ରୁଣ୍ଡିରଇଲାଇ ସେମନ୍ ସେଟା ସବୁ ଦେକି ଦୁକ୍କରି ବୁକେ ମାରିଅଇ ଗରେ ବାଅଡ୍ଲାଇ ।
ମାତର୍ ସେ ସିସ୍ତୁମାଙ୍ଗୁ ଦୁରିକେ ଟିଆଅଇ ପାର୍ତନା କର୍ବା ବେଲେ ସରଗ୍ବାଟେ ଦେକ୍ବାକେ ମିସା ମନ୍ ନକରି ନିଜର୍ ବୁକେ ମାରିଅଇ ଏନ୍ତି ପାର୍ତନା କଲା । “ଏ ପର୍ମେସର୍ ମୁଇ ଗଟେକ୍ ପାପି ଲକ୍ ମକେ ଦୟା କରା !”
ଏ କାତା ପିତର୍ଟାନେଅନି ସୁନ୍ଲା ସବୁ ଲକ୍ମନ୍ ତାକର୍ ନିଜର୍ ବୁଲ୍ ଏତାଇକରି ମନ୍ ବିତ୍ରେ କିଲ୍ବିଲ୍ ଅଇଗାଲାଇ । ସେମନ୍ ପିତର୍କେ ଆରି ପେରିତ୍ମନ୍କେ ପାଚାର୍ଲାଇ, “ଏ ବାଇମନ୍ ଏନ୍ତାର୍ ବଲି କଇଲେ ଆମେ କାଇଟା କର୍ବାର୍ ଆଚେ ?”
ମାତର୍ ସବୁ ଲକ୍ ଟକିର୍ ଲାଗି କାନ୍ଦି କାନ୍ଦି କରି ବୁକେ ମାରିଅଇତେ ରଇଲାଇ । ତେଇ ଜିସୁ କଇଲା “କାନ୍ଦା ନାଇ, ସେ ମରେ ନାଇ, ମାତର୍ ସଇ ଦେଲାଆଚେ ।”