21 ସେ ଆକା ଇସ୍ରାଏଲର୍ ଲକ୍ମନ୍କେ ରକିଆ କର୍ସି ବଲି ଆସା କରି ରଇଲୁ । ମାତର୍ ତାକେ ମରାଇ ତିନ୍ଦିନ୍ ଅଇଲାନି ।
“ଆସା ଆମେ ଇସ୍ରାଏଲର୍ ମାପ୍ରୁକେ ଦନିଅବାଦ୍ ଦେଉ କାଇକେବଇଲେ ସେ ତାର୍ ନିଜର୍ ଲକ୍ମନ୍କେ ଦୟାକରି ମୁକ୍ଲାଇସି ।
ପିଲାକେ ମାପ୍ରୁର୍ଟାନେ ସର୍ପି ଦେବାବେଲେ ସେ ଦେଉଲର୍ ଡାଣ୍ଡେ କେଟି, ପର୍ମେସରର୍ ମଇମା କରିକରି ଜନ୍ ଲକ୍ମନ୍ ଜିରୁସାଲାମର୍ ମୁକ୍ତି ମିଲ ବଲି ଜାଗ୍ତେରଇଲାଇ, ସେ ଲକ୍ମନ୍କେ ପିଲାର୍ ବିସଇ କଇବାର୍ ଦାର୍ଲା ।
ସେମନ୍ ଗଟେକ୍ ନୁଆ ଗିତ୍ କଇତେରଇଲାଇ । “ଗୁଡିଆଇଅଇରଇବା କାଗଜ୍ ସିଲ୍ ବାଙ୍ଗାଇକରି ନେବାକେ ତୁଇସେ ପାରୁସ୍ । କାଇକେବଇଲେ ତୁଇ ମରାଇଅଇଲୁସ୍ ଆରି ତର୍ ବଲି ଇସାବ୍ ମରନର୍ ଲାଗି, ସବୁ ବଁସେଅନି, ସବୁବାସାଇଅନି, ସବୁ ରାଇଜେଅନି ଆରି ଲକ୍ମନର୍ ଦଲେଅନି ପର୍ମେସରର୍ ପାଇ ତୁଇ ଲକ୍ମନ୍କେ ଆନ୍ଲୁସ୍ ।
ଦିନେକ୍ ପେରିତ୍ ସିସ୍ମନ୍ ଗଟେକ୍ତେଇ ରୁଣ୍ଡିରଇଲା ବେଲେ ଜିସୁକେ ପାଚାର୍ଲାଇ, “ମାପ୍ରୁ, ତମେ କାଇ ଏବେ ଇସ୍ରାଏଲର୍ ଲକ୍ମନ୍କେ ତାକର୍ ରାଇଜ୍ ଆରିତରେକ୍ ବାଉଡାଇ ଦେଇସୁ କି ?”
କାଲି ଜେନ୍ତି ଗଟେକ୍ ମିସରିୟକେ ମରାଇଲୁସ୍, ସେନ୍ତି ମକେ ମିସା ମରାଇବାକେ ମନ୍ କଲୁସ୍ନି କି ?”