28 ଆରି ସେମନ୍ ଜନ୍ ଗାଉଁ ଜିବାର୍ ରଇଲା, ସେ ଗାଉଁ ଲଗାଲଗି ଅଇବାକେ ଜିସୁ ଆଗ୍ତୁ ଗାଲାପାରା ଅଇ ଇଣ୍ଡ୍ବାର୍ ଦାର୍ଲା ।
ମୁଆଟ୍ ବାଟେ ଅନି ପବନ୍ ଆଇତେ ରଇଲାଜେ ତାର୍ ସିସ୍ମନ୍ ଡଙ୍ଗା ଗାଟ୍ବାକେ କସ୍ଟ ଅଇବାଟା ଜିସୁ ଦେକ୍ଲା । କୁକ୍ଡା ଡାକେ ଜିସୁ ସମ୍ଦୁର୍ ଉପ୍ରେ ଇଣ୍ଡି ଇଣ୍ଡି ସେମନର୍ ଲଗେ ଗାଲା, ଆରି ସେମନ୍କେ ବାଟ୍ ଦେଇ ଜିବାଟା ସିସ୍ମନ୍ ଦେକ୍ଲାଇ ।
ମାତର୍ ସେ ଲକ୍ମନ୍ ଜିସୁକେ ସୁତ୍ରାଇ କରି କଇଲାଇ, “ଆମର୍ ସଙ୍ଗ୍ ର, କାଇକେ ବଇଲେ ବେଲ୍ ବସିଗାଲା ଆରି ରାତି ଅଇଗାଲାନି ।” ସେଟାର୍ ପାଇ ଜିସୁ ସେମନର୍ ସଙ୍ଗ୍ ରଇବାକେ ଗର୍ବିତ୍ରେ ଗାଲା ।