35 ତାର୍ ପଚେ ଦୁଇଲକ୍ ଇମାୟୁ ଗାଉଁ ଆଇବା ବାଟେ କାଇକାଇଟା ଅଇରଇଲା ସେଟା ସବୁ କଇଲାଇ । ଆରି ସେମନ୍ ଜିସୁ ରୁଟି ବାଙ୍ଗାଇ କରି ଦେଲାବେଲେ କେନ୍ତି ତାକେ ଚିନି ଦେଇରଇଲାଇ ସେଟା ମିସା ସେମନ୍କେ କଇଲାଇ ।
ସେମନ୍ ପେରିତ୍ମନ୍ ସିକାଇଲା ବିସଇ ମାନ୍ଲାଇ । ମିସିବିଡି ରଇବାକେ, ମିସିକରି କାଇବାକେ, ଆରି ପାର୍ତନା କର୍ବାକେ ।
ପର୍ମେସର୍କେ ସାର୍ଦା କରାଇବା ବିସଇ କଜିକରି ମିଲାଆ ।