50 ତାର୍ପଚେ ଜିସୁ ସେମନ୍କେ ବେତ୍ନିଆ ନାଉଁର୍ ଜାଗାଇ ଜିବା ବାଟ୍ଜାକ ଡାକିନେଲା । ଆରି ସେମନ୍କେ ଆତ୍ ଟେକି ଆସିର୍ବାଦ୍ କଲା ।
ତାର୍ପଚେ ପେରିତ୍ ସିସ୍ମନ୍ ଜିତ୍ ପର୍ବତେଅନି ଜିରୁସାଲାମ୍ ବାଉଡି ଗାଲାଇ । ସେ ପର୍ବତ୍, ଜିରୁସାଲମ୍ ନଅରେଅନି ଗଟେକ୍ କିଲମିଟର୍ ଦୁର୍ ରଇଲା ।
ଏ କାତା କଇକରି ଜିସୁ ସେମନ୍କେ ଚାଡି ଜିରୁସାଲମେଅନି ବେତ୍ନିଆଇ ଗାଲା । ସେ ତେଇ ଗଟେକ୍ ରାତି ବିତାଇଲା ।
ଜିସୁ ଆରି ତାର୍ ସିସ୍ମନ୍ ଜିରୁସାଲାମ୍ ଲଗାଲଗି ଅଇକରି ଜିତ୍ ନାଉଁର୍ ଡଙ୍ଗର୍ଲଗେ ରଇଲା ବେତ୍ପାଗି ଆରି ବେତ୍ନିଆ ନାଉଁର୍ ଗାଏଁ କେଟ୍ଲାଇ । ଜିସୁ ସିସ୍ମନର୍ ବିତ୍ରେଅନି ଦୁଇଲକ୍କେ ଡାକିକରି ସେମନ୍କେ କଇଲା,
ତାର୍ପଚେ ଜିସୁ ସାନ୍ ସାନ୍ ପିଲାଟକିମନ୍କେ ଉଁଚାରି ତାକର୍ ମୁଣ୍ଡେ ଚିଇକରି ଆସିର୍ବାଦ୍ କଲା ।
ସେ ଏନ୍ତି ସେମନ୍କେ ଆସିର୍ବାଦ୍ କର୍ବାବେଲେ ପର୍ମେସର୍ ତାକେ ସରଗ୍ପୁରେ ଦାରିଗାଲା ।
ଏତ୍କି କାତା ସେମନ୍କେ କଇସାରାଇଲା ପଚେ, ସେମନ୍ ଜିସୁକେ ସର୍ଗେ ନେବାଟା ଦେକ୍ଲାଇ । ଗଟେକ୍ ଚେଲ୍କା ବାଦଲ୍ ଆସି ଡାବିଅଇଲାକେ ସେ ବାନା ଅଇଗାଲା । ଆରି ସେମନ୍ ତାକେ ଦେକି ନାପାର୍ଲାଇ ।
ମୁଇ ମୁନୁସ୍ ପିଲାମନ୍କେ କଇଲିନି, ସେମନ୍ ଜେଡେବେଲେ ପାର୍ତନା କର୍ବାକେ ରୁଣ୍ଡ୍ବାଇ, ସୁକଲ୍ ଚଲାଚଲ୍ତି ଅଇକରି ତାକର୍ ଆତ୍ ଟେକି ପାର୍ତନା କରତ୍ । ଜଦି ଏବେ ମିସା ସେମନ୍ ଦଦାପେଲା ଅଇରଇଲେ କି ଲାଗାଲାଗି ଅଇରଇଲେ, ସେଟା ରାଜିନାମା କର୍ବାର୍ ଆଚେ ।