17 ସେଡ୍କିବେଲେ ତାକେ ଜିସାୟ ବବିସତ୍ବକ୍ତା ଲେକିରଇଲା ଦରମ୍ ସାସ୍ତର୍ ଦିଆଅଇଲା, ଆରି ଜିସୁ ସେ ଜିସାୟ ବଇଟାନେ ଲେକାଅଇରଇଲା ଏନ୍ତାରି ବାକିଅ ମେଲାକରି ପାଇଲା ।
ମସାର୍ ନିୟମ୍ ଆରି ବବିସତ୍ବକ୍ତାମନର୍ ଲେକା ପଡ୍ଲା ପଚେ, ପାର୍ତନା ଚାଲାଉମନ୍ ସେମନ୍କେ ଏ କାତା କଇପାଟାଇଲାଇ, “ବାଇମନ୍ ଜଦି ଲକ୍ମନର୍ ସାର୍ଦା ବଡାଇବାପାରା ଉପ୍ଦେସ୍ ଦେବାର୍ ଆଚେ, ତେବେ କୁଆ ।”
ସେଟାର୍ପାଇ ପର୍ମେସର୍ ସେମନ୍କେ ଦେକେନାଇ ଆରି ସେମନ୍କେ, ଆକାସର୍ ତାରାମନ୍ ପୁଜା କରତ୍ ବଲି ଚାଡିଦେଲା । ଏ ବିସଇ ବବିସତ୍ବକ୍ତାର୍ ବଇଟାନେ ଲେକା ଆଚେ, “ଏ ଇସ୍ରାଏଲ୍ ବଁସର୍ ଲକ୍ମନ୍, ମରୁବାଲି ବୁଏଁ ଚାଲିସ୍ବରସ୍ ଜାକ ତମେ ପସୁମନ୍କେ ମରାଇକରି ବଲି ଇସାବେ ଦେଲାସ୍ । ମାତର୍ ସେଟା ମର୍ପାଇ ଦେଇ ନ ରଇଲାସ୍ ।
ମାତର୍ ସେ ଆକା ଉଦାର୍କାରିଆ । ଜିରୁସାଲମର୍ ଲକ୍ ଆରି ସେମନର୍ ନେତାମନ୍ ବିସ୍ରାମ୍ବାରେ ବବିସତ୍ବକ୍ତାମନର୍ ଲେକାଇଅନି ପଡ୍ଲାଟା ଲକ୍ମନ୍ ବୁଜତ୍ନାଇ । ଏଲେମିସା ଜିସୁକେ ଦସି କରି ବବିସତ୍ବକ୍ତାମନର୍ କାତା ସିଦ୍ କଲାଇ ।
କାଇକେ ବଇଲେ ଦାଉଦ୍ ରାଜା ଗିତ୍ସଙ୍ଗିତା ବଇତେଇ ନିଜେ ଏନ୍ତି ଲେକି ଆଚେ, ପର୍ମେସର୍ ମର୍ ମାପ୍ରୁକେ କଇଲା,
ଏତ୍କିବିତ୍ରେ ନାଜରିତେ, ଜନ୍ ଜାଗାଇ କି ଜିସୁ ସାନ୍ବେଲେ ଅନି ବଡ୍ ଅଇରଇଲା, ସେ ଜାଗାଇ ଗାଲା । ଆରି ନିଜର୍ ରିତିନିତି ଇସାବେ, ବିସ୍ରାମ୍ ବାରେ ଜିଉଦିମନର୍ ପାର୍ତନା ଗରେ କେଟି ଦରମ୍ ସାସ୍ତର୍ ପଡ୍ବାକେ ଟିଆ ଅଇଲା ।
“ମାପ୍ରୁର୍ ଆତ୍ମା ମର୍ ସଙ୍ଗ୍ ଆଚେ, ତେବର୍ପାଇ ନଇଲା ମଇଲା ଲକ୍ମନର୍ଟାନେ ସୁବ୍ କବର୍ ଜାନାଇବାକେ, ପର୍ମେସର୍ ମକେ ବାଚିକରି ପାଟାଇଲା, ବନ୍ଦି ଗରେ ରଇବା ଲକ୍ମନ୍କେ ମୁକ୍ଲାଇବାକେ, କାଣା ଲକ୍ମନ୍କେ ଦେକାଇବା ବିସଇ ଜାନାଇବାକେ ଆରି ଦୁକର୍ ଲକ୍ମନ୍କେ ମୁକ୍ଲାଇବାକେ,
ପଚେ ସେ ସାସ୍ତର୍ ଡାବି, ପାର୍ତନା ଚାଲାଇବା ଗଟେକ୍ ଲକ୍କେ ବାଉଡାଇଦେଇ ବସିଦେଲା । ପାର୍ତନା ଗରେ ରଇଲା ଲକ୍ମନ୍ ତାକେସେ ଦେକ୍ତେରଇଲାଇ ।
ମାତର୍ ଅବ୍ରାଆମ୍ ତାକେ କଇଲା, “ସେମନ୍ ଜାଗ୍ରତ୍ ଅଇ ରଇବାକେ ମସାର୍ ନିୟମ୍ ଆରି ବବିସତ୍ବକ୍ତାମନ୍ କଇଲା କାତା ସବୁ ତାକର୍ ଲଗେ ଆଚେ । ସେଟା ସେମନ୍ ପଡିକରି ସିକତ୍ ।” ବଲି କଇଲା ।