20 ପଚେ ସେ ସାସ୍ତର୍ ଡାବି, ପାର୍ତନା ଚାଲାଇବା ଗଟେକ୍ ଲକ୍କେ ବାଉଡାଇଦେଇ ବସିଦେଲା । ପାର୍ତନା ଗରେ ରଇଲା ଲକ୍ମନ୍ ତାକେସେ ଦେକ୍ତେରଇଲାଇ ।
ସେଡ୍କିବେଲେ ତାକେ ଜିସାୟ ବବିସତ୍ବକ୍ତା ଲେକିରଇଲା ଦରମ୍ ସାସ୍ତର୍ ଦିଆଅଇଲା, ଆରି ଜିସୁ ସେ ଜିସାୟ ବଇଟାନେ ଲେକାଅଇରଇଲା ଏନ୍ତାରି ବାକିଅ ମେଲାକରି ପାଇଲା ।
ତାର୍ ଆର୍କର୍ ଦିନର୍ ସାକାଲେ ସେ ମନ୍ଦିରେ ବାଉଡି ଆଇଲା ଆରି ତେଇ ସବୁଲକ୍ ତାର୍ଲଗେ ରୁଣ୍ଡ୍ଲାଇଜେ, ସେ ବସିକରି ସେମନ୍କେ ସିକାଇବାର୍ ଦାର୍ଲା ।
କାଇକେ ବଇଲେ ଗୁଲାଇ ଲକ୍, ଜିସୁ ସିକାଇଦେବା କାତା ଆରି ସେ କଇତେରଇବା ପଦ୍ମନ୍ ମନ୍ଦିଆନ୍ ଦେଇ ସୁନ୍ତେ ରଇଲାଇ । ତେବର୍ ପାଇ ସେମନ୍ କେନ୍ତାର୍ କର୍ବାର୍ ବଲି ବାଟ୍ ମିଲାଇ ନାପାର୍ତେ ରଇଲାଇ ।
ସେ ଡଙ୍ଗାମନର୍ ବିତ୍ରେଅନି ଜନ୍ଟା କେଉଟ୍ ସିମନର୍ଟା ରଇଲା, ଜିସୁ ତେଇ ଚଗିକରି “କଣ୍ଡିତେଇଅନି କଣ୍ଡେକ୍ ଦୁର୍ ପାନିତେଇ ଚାଲାଇନେ ।” ବଲି ସିମନ୍କେ କଇଲା, ଆରି ଡଙ୍ଗାଇ ବସିକରି ସିକିଆ ଦେବାର୍ ଦାର୍ଲା ।
ତାର୍ ପଚେ ଜିସୁ ତେଇ ଟୁଲ୍ଅଇରଇବା ଲକ୍ମନ୍କେ କଇଲା, “ମୁଇ କାଇ ଗଟେକ୍ ପାଲାଇବା କାଙ୍ଗାର୍ଜେ ଟେଙ୍ଗ୍ ଡାଙ୍ଗ୍ ଆରି କାଣ୍ଡା ଦାରି ମକେ ଦାର୍ବାର୍ ଆସିଆଚାସ୍ ? ମୁଇ ସବୁ ଦିନ୍ ମନ୍ଦିରେ ବସି ସିକିଆ ଦେଇତେ ରଇଲି, ସେବେଲେତା ମକେ ଦାରାସ୍ ନାଇ !
ବିସ୍ରାମ୍ବାରେ ଗଡ୍ ବାଇରର୍ ଗାଡ୍ କଣ୍ଡି ଗାଲୁ । ତେଇ ଜିଉଦିମନ୍ ରୁଣ୍ଡିକରି ପାର୍ତନା କର୍ବାକେ ଗଟେକ୍ ଜାଗା ବଲି ବାବ୍ଲୁ । ଆମେ ତେଇ ବସ୍ଲୁ ଆରି ତେଇ ରୁଣ୍ଡି ରଇବା ମାଇଜି ମନର୍ ସଙ୍ଗ୍ କାତାବାର୍ତା ଅଇଲୁ ।
ପିତର୍ ସେମନ୍କେ ଦେକି କଇଲା, “ଏ ଇସ୍ରାଏଲର୍ ବାଇମନ୍, ତମେ କାଇକେ କାବାଅଇଜାଇ ଆମର୍ ବାଟେ ଏନ୍ତାର୍ ଦେକ୍ଲାସ୍ନି ? କାଇଟା ବାବ୍ଲାସ୍ନି ? ଆମର୍ ନିଜର୍ ବପୁସଙ୍ଗ୍ କି ଦରମ୍ସଙ୍ଗ୍ ଏ ଲକ୍କେ ଇଣ୍ଡ୍ବା ବପୁ ଦେଲୁଆଚୁ ?
ପାକ୍ନାଇ ତାକର୍ ନିଜର୍ ପାଇ କୁନି ରଇବା ଗଟେକ୍ ନୁଆ କବର୍ ଦେବା ପାଆରେ ସେଟା ନେଇ ସଙ୍ଗଇଲା ଆରି ସେ ପାଆର୍ ମୁଆଟେ ଗଟେକ୍ ବଡ୍ଟା ଚାଚଡା ପାକ୍ନା ଡାବିଦେଇ ଉଟିଗାଲା ।
ଜିସୁ ଲକ୍ମନ୍କେ କଇବାର୍ ଦାର୍ଲା, “ଆଜି ତମେ ସୁନ୍ଲା ଏ ଦରମ୍ ସାସ୍ତରର୍ ବାକିଅ ପୁରାପୁରୁନ୍ ଅଇଲା ।”