38 ପଚେ ଜିସୁ ଜିଉଦିମନର୍ ପାର୍ତନା ଗରେଅନି ଉଟି ସିମନର୍ ଗରେ ଗାଲା । ସିମନର୍ ସାତ୍ରିକେ ବେସି ଜର୍ ଅଇରଇଲାଜେ ସେମନ୍ ତାର୍ ବିସଇ ନେଇ ଜିସୁକେ କଇଲାଇ ।
ମାତର୍, ମୁଇ ଜାନି ଆଚି । ଏବେ ମିସା ତମେ ପର୍ମେସର୍କେ ଜାଇଟା ମାଙ୍ଗ୍ଲେ, ସେଟା ଦେଇସି ।”
ଅଲ୍ଗା ପେରିତ୍ମନର୍ ପାରା, ପିତର୍ ଆରି ଆମର୍ ମାପ୍ରୁ ଜିସୁର୍ ବାଇମନର୍ ପାରା, ବିସ୍ବାସ୍ କରିରଇବା ମାଇଜିକେ ବିବା ଅଇକରି ତାକେ ମର୍ ସଙ୍ଗ୍ ନେବାକେ କାଇ ମର୍ ଅଦିକାର୍ ନାଇ କି ?
ସେଟାର୍ପାଇ ତାର୍ ବଇନିମନ୍ ଜିସୁର୍ ଲଗେ କବର୍ ପାଟାଇଲାଇ, “ମାପ୍ରୁ ତମେ ଜାକେ ଆଲାଦ୍ କଲାସ୍ନି, ସେ ବେସି ଜର୍ ଅଇଲାଆଚେ ।”
ମାତର୍ ଜିସୁ ତାକେ ପଦେକ୍ କାତା ମିସା କଏ ନାଇ । ସିସ୍ମନ୍ ତାର୍ ଲଗେ ଆସି ବାବୁଜିଆ କଲାଇ, “ତାକେ ବିଗି ପାଟାଇ ଦିଆସ୍ । ଦେକା ସେ କେନ୍ତି ଆଉଲିଅଇ ଆମ୍କେ କେଦିଆନ୍ଲାନି ?”
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।