26 ତେଇ ରଇଲା ସବୁଲକ୍ କାବା ଅଇଜାଇକରି ପର୍ମେସରର୍ ମଇମା କର୍ବାର୍ ଦାର୍ଲାଇ ଆରି ମାପ୍ରୁର୍ ଚକିତ୍ କାମ୍ ଦେକି, “ଆଜି ଆମେ କେବେ ନ ଅଇଲାଟା ଦେକ୍ଲୁ !” ବଲି କଇଲାଇ ।
ଲକ୍ମନ୍ ସେଟା ଦେକି କାବା ଅଇଜାଇ ଡରିଗାଲାଇ । ମାତର୍ ନର୍ ଲକ୍କେ ଏନ୍ତାରି ଅଦିକାର୍ ଦେଲାର୍ ପାଇ ପର୍ମେସର୍କେ ଡାକ୍ପୁଟା କଲାଇ ।
ତେଇ ସବୁଲକ୍ ଡରିଗାଲାଇ, ଆରି ପର୍ମେସରର୍ ମଇମା କରି କରି କଇଲାଇ “ଆମର୍ ବିତ୍ରେ ଗଟେକ୍ ମଆନ୍ ବବିସତ୍ବକ୍ତା ଆଇଲାଆଚେ, ଆରି ପର୍ମେସର୍ ନିଜର୍ ଲକ୍ମନ୍କେ ଉଦାର୍ କର୍ବାକେ ଆସିଆଚେ ।”
ମାତର୍ ବଡ୍ସବାର୍ ଲକ୍ ଆରି ଡାଟ୍ସଙ୍ଗ୍ ସେମନ୍କେ ଦମ୍କାଇକରି ଚାଡି ଦେଲାଇ । ସେମନ୍କେ ଡଣ୍ଡ୍ଦେବାଟା କସ୍ଟ ବଲି ସେମନ୍ ଜାନିପାର୍ଲାଇ । କାଇକେ ବଇଲେ ସେ କାବାଅଇଜିବା କାମର୍ ଲାଗି ଲକ୍ମନ୍ ପର୍ମେସର୍କେ ଜୁଆର୍ କର୍ତେ ରଇଲାଇ ।
ତେଇ ଗରାସିୟମନର୍ ଚାରିବେଡ୍ତିର୍ ଜାଗାର୍ ଲକ୍ମନ୍ ଜିସୁକେ ତାକର୍ଟାନେଅନି ଜିବାକେ ଗୁଆରି କଲାଇ । କାଇକେବଇଲେ ସେମନ୍ ବେସି ଡରିଜାଇ ରଇଲାଇ ଆରି, ଜିସୁ ଗଟେକ୍ ଡଙ୍ଗାଇ ବସି ବାଉଡି ଆଇଲା ।
ଏଟା ଦେକି ସିମନ୍ ପିତର୍ ଜିସୁର୍ ପାଦେ ମାଣ୍ଡିକୁଟା ଦେଇ ଜୁଆର୍ କରି କଇଲା, “ମର୍ଟାନେଅନି ଜାଆ ମାପ୍ରୁ, କାଇକେବଇଲେ ମୁଇ ଗଟେକ୍ ପାପି ମୁନୁସ୍ ।”
ସେଦାପ୍ରେ ସେ ରଗି ଉଟି କଟ୍ ବଇକରି ସବୁ ଲକର୍ ଦେକ୍ତେ ବାରଇ ଗାଲା । ସେବେଲାଇ ସବୁଲକ୍ କାବା ଅଇ ପର୍ମେସରର୍ ମଇମା କରି କରି କଇଲାଇ, “ଆମେ ଏନ୍ତାରିଟା କେବେ ମିସା ଦେକି ନ ରଇଲୁ ।”
ଏ କାତାସୁନି ସେମନ୍ ଦାପ୍ରେ କବର୍ଦେଲା ଟାନେଅନି ସିସ୍ମନର୍ ଲଗେ ପାଲାଇଲାଇ । ଡରିକରି ରଇଲେ ମିସା, ତାକର୍ ମନେ ବେସି ସାର୍ଦା ଜାନିପାର୍ତେ ରଇଲାଇ ।
ଜିସୁର୍ ଏ କାମ୍ ଦେକି ସବୁ ଲକ୍ କାବା ଅଇଜାଇ ପାଚାର୍ ଉଚାର୍ ଅଇଲାଇ, “ଏ କାଇ ସେ ଦାଉଦର୍ ପଅ କି ?”
ସେଟାର୍ ପାଇ ସେମନ୍ ମର୍ପାଇ ପରମେସରର୍ ଡାକ୍ପୁଟା କର୍ତେରଇଲାଇ ।
ତାର୍ ଲଗର୍ ପାକର୍ ଲକ୍ମନ୍ ଡରିଗାଲାଇ, ଆରି ଏସବୁ କାତା ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ସବୁ ବାଟର୍ ଲକ୍ମନ୍ କୁଆବଲା ଅଇଲାଇ ।