27 ତାର୍ପଚେ ଜିସୁ ବାରଇଜାଇ ଲେବି ନାଉଁର୍ ଗଟେକ୍ ସିସ୍ତୁମାଙ୍ଗୁ, ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବାଟାନେ ବସିରଇବାଟା ଦେକି, ତାକେ କଇଲା, “ମର୍ସଙ୍ଗ୍ ଆଉ ।”
ଆନ୍ଦ୍ରିୟ, ପିଲିପ୍, ବାର୍ତଲମି, ମାତିଉ, ତମା, ଆଲ୍ପିର୍ ପଅ ଜାକୁବ୍, ତଦିୟ, କିଣାନିୟ ସିମନ୍, ଜେ କି ରମିୟ ସର୍କାରର୍ ବିରୁଦେ ଉଟିରଇଲା ।
ପିଲିପ୍ ଆରି ବାର୍ତଲମି, ତମା ଆରି ସିସ୍ତୁମାଙ୍ଗୁମନ୍ ମାତିିଉ, ଆଲ୍ପିର୍ ପଅ ଜାକୁବ୍ ଆରି ତଦିୟ,
ତାର୍ ଆରକର୍ ଦିନେ ଜିସୁ ଗାଲିଲି ଦେସେ ଜିବାକେ ମନ୍ କଲା । ଆରି ସେ ଜିବା ବେଲେ ପିଲିପ୍କେ ବେଟ୍ପାଇ ତାକେ କଇଲା, “ମର୍ ସଙ୍ଗ୍ ଆଉ ।”
ଜନ୍ ଲକ୍ ମର୍ ସେବା କର୍ବାକେ ମନ୍ କଲାନି, ସେ ମର୍ ସଙ୍ଗ୍ ଆସ । ମୁଇ ଜନ୍ ଜାଗାଇ ରଇବି, ମର୍ ସେବା କାମ୍ କର୍ବା ଲକ୍ମନ୍ମିସା ସେ ଜାଗାଇ ରଇବାଇ । ଆରି ସେ ମର୍ ଆରି ମର୍ ବାବା ପର୍ମେସରର୍ ସନ୍ମାନ୍ ପାଇସି ।”
ଜିସୁ ଏଟା ସୁନି ତାକେ କଇଲା, ତର୍ଟାନେ ଆରି ଗଟେକ୍ ବିସଇ ଉନା ଆଚେ । ତର୍ ସବୁ ଦନ୍ ସଁପତି ବିକି ଗରିବ୍ ଲକ୍ମନ୍କେ ବାଟାକରିଦେସ୍ । ଏନ୍ତି କଲେ ତକେ ସର୍ଗେ ଦନ୍ ରଇସି । ଏଟା ସବୁ କଲା ପଚେ ତୁଇ ମର୍ ସଙ୍ଗ୍ ଆଉ ।
ତାର୍ପଚେ ଜିସୁ ସିସ୍ମନ୍କେ କଇଲା, “କେ ମିସା ମର୍ ସଙ୍ଗ୍ ଆଇବାକେ ମନ୍ କଲେ, ନିଜର୍ ମନ୍ କଲାଟା ସବୁ ଚାଡିଦେଇ, ନିଜର୍ କୁର୍ସ ବଇବାକେ ଅଇସି, ଆରି ମର୍ ପଚେ ପଚେ ଇଣ୍ଡ୍ବାକେ ଅଇସି ।
ମାତର୍ ଜିସୁ ତାକେ କଇଲା, “ମରିଗାଲା ଲକ୍ମନ୍ ମଲା ଲକ୍ମନ୍କେ ତପତ୍, ତୁଇ ମର୍ ପଚେ ପଚେ ଆଉ ।”