19 ସବୁଲକ୍ମନ୍ ଜିସୁକେ ଚିଇବାକେ ଚେସ୍ଟା କର୍ତେରଇଲାଇ । କାଇକେବଇଲେ ତାର୍ ଗାଗ୍ଡେଅନି ମାପ୍ରୁର୍ ବପୁ ବାରଇତେରଇଲା ଆରି ସବୁଲକ୍ମନ୍କେ ନିକ କରତେରଇଲା ।
ରଗିମନ୍ ଜିସୁର୍ ପିନ୍ଦ୍ଲା ଲୁଗାର୍ ଜାଲି ଚିଇବାକେ, ଆଦେସ୍ ଦେବାକେ, ଲକ୍ମନ୍ ତାକେ ବାବୁଜିଆକରି କଇଲାଇ । ମାତର୍ ଜେତେକ୍ଲକ୍ ସେଟା ଚିଇଲାଇ, ସବୁଲକ୍ ନିକଅଇଲାଇ ।
କାଇକେବଇଲେ ସେ ବେସି ଲକ୍ମନ୍କେ ନିମାନ୍ କଲାଜେ ଜର୍ଦୁକା ଅଇରଇବା ଲକ୍ମନ୍ ତାକେ ଚିଉଁ ବଲି ଉପ୍ରେ ଡାବିଅଇ ଜାଇତେରଇଲାଇ ।
ଆରି ସେ ଜେତେକ୍ ଜେତେକ୍ ଗାଉଁ, ସଅର୍ ଆରି ପୁଟ୍ ମନ୍କେ କେଟ୍ଲା, ଲକ୍ମନ୍ ସେ ସବୁ ଜାଗାଇ ଆଟ୍ ବଜାର୍ମନ୍କେ ରଗିମନ୍କେ ସଙ୍ଗଇଦେଇ, ସେମନ୍ ତାର୍ ଲୁଗା ଅଁଟିଟାନେ ଚିଇବୁ ବଲି ଜୁଆର୍ବିଆର୍ କଲାଇ । ଜେତେକ୍ ଲକ୍ ତାକେ ଚିଇଲାଇ, ସବୁଲକ୍ ନିକ ଅଇଲାଇ ।
ସେ ଦାପ୍ରେ ଜିସୁ ନିଜର୍ ଟାନେଅନି ସକ୍ତି ବାରଇବାଟା ଜାନିକରି ଲକ୍ମନର୍ ବାଟେ ବୁଲି ଦେକି କଇଲା, “କେ ମର୍ ଲୁଗା ଚିଇଲା ?”
ମାତର୍ ତମେ, ବାଚି ଅଇରଇବା ପର୍ମେସରର୍ କୁଟୁମ୍ । ଆରି ଆମର୍ ରାଜାର୍ ପୁଜାରି ଦଲ୍ । ପର୍ମେସରର୍ ଚକିତ୍ ଅଇଜିବା କାମ୍ ଜାନାଇବାକେ ସେ ବାଚିରଇବା ତାର୍ ନିଜର୍ ଲକ୍ ଅଇଆଚାସ୍ । ଆନ୍ଦାର୍ ବିତ୍ରେ ଅନି ତାର୍ କାବା ଅଇଜିବା ଉଜଲେ ଜିବାକେ ସେ ତମ୍କେ ଡାକି ଆଚେ ।
ପଚେ ସେମନ୍ ବେତସାଇଦାଇ ଉଟି ଆଇଲାଇ, ଆରି ତେଇ କେତେକ୍ ଲକ୍ମନ୍ ଗଟେକ୍ କାଣାଲକ୍କେ ଜିସୁର୍ ଲଗେ ଆନିକରି ତାକେ ଚିଇକରି ନିକ କର୍ବାକେ କଇଲାଇ ।
ଏନ୍ତି କି ପାଉଲ୍ ପୁଚିଅଇବା ଉର୍ମାଲ୍ ଆରି ବସ୍ତର୍ ରଗିମନର୍ ଲଗେ ନେଲେ, ସେମନ୍ ନିମାନ୍ ଅଇତେ ରଇଲାଇ । ସେମନର୍ ଗାଗ୍ଡେଅନି କାରାପ୍ ଆତ୍ମାମନ୍ ସବୁ ବାରଇଜାଇତେ ରଇଲାଇ ।
ଦିନେକ୍ ଜିସୁ ସିକିଆ ଦେଇତେରଇଲା । ତେଇ ଗାଲିଲିର୍ ସବୁ ଗାଏଁଅନି, ଜିଉଦା ଆରି ଜିରୁସାଲମେଅନି ଆସିରଇବା ପାରୁସିମନ୍ ଆରି ନିଅମ୍ ସିକାଉମନ୍ ତେଇ ବସିରଇଲାଇ । ଆରି ରଗିମନ୍କେ ନିକ କର୍ବାକେ ମାପ୍ରୁର୍ ବପୁ, ଜିସୁକେ ରଇଲା ।
ଲକ୍ମନ୍ ତାର୍ ବାକିଅ ସୁନ୍ବାକେ ଆରି ନିଜର୍ ନିଜର୍ ରଗେଅନି ନିକ ଅଇବାକେ ଆସିରଇଲାଇ । ଜନ୍ ଲକ୍ମନ୍ ଡୁମା ଦାରାଇଅଇ ଦୁକ୍ କସ୍ଟ ପାଇତେରଇଲାଇ, ସେମନ୍କେ ଜିସୁ ନିକ କଲା ।