48 ଆରି ଜିସୁ ସେ ମାଇଜିକେ କଇଲା, “ତର୍ ସବୁ ପାପ୍ କେମା ଅଇଲା ଆଚେ ।”
ଆରି ତେଇ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଆନ୍ଲାଇ । ଚେରେଙ୍ଗ୍ ରଗି ଅଚ୍ନାଇ ସଇରଇଲା । ସେ ଲକ୍ମନର୍ ବିସ୍ବାସ୍ ଦେକି ରଗିକେ କଇଲା, “ସାଆସ୍ ଦାର୍, ତର୍ ସବୁ ପାପ୍ କେମା ଅଇଗାଲା ।”
ଜିସୁ ସେମନର୍ ବିସ୍ବାସ୍ ଦେକି ଚେରେଙ୍ଗ୍ ରଗିକେ କଇଲା, “ବାବୁରେ ମୁଇ ତର୍ ପାପ୍ କେମା କରିଦେଲି ।”
ଜିସୁ ସେମନର୍ ବିସ୍ବାସ୍ ଦେକି କଇଲା, “ଏ ବାବୁ, ତମର୍ ସବୁ ପାପ୍ କେମା ଅଇଗାଲାବେ ।”
'ତମର୍ ପାପ୍ସବୁ କେମା ଅଇଗାଲା ବଲି କଇବାଟା ସଅଜ୍ କି 'ଉଟିକରି, ଇଣ୍ଡିଜା ବଲି କଇବାଟା ଅଦିକ୍ ସଅଜ୍ ?
କନ୍ଟା କର୍ବାଟା ସଅଜ୍ ଅଇଲାନି ? ବାବୁରେ ‘ମୁଇ ତର୍ ପାପ୍ କେମା କରିଦେଲି ।’ ବଲି କଇବାଟା, କି ‘ଉଟ୍ ତର୍ କଟ୍ ବଇ ଇଣ୍ଡିଜା ।’ ବଲ୍ବାଟା ?
କାଇଟା ଉପାସ୍ କାତା ? ତର୍ ସବୁ ପାପ୍ କେମା ଅଇଗାଲା ବଲି କଇବାଟା, କି ଉଟିକରି ଇଣ୍ଡି ଜା ବଲି କଇବାଟା ?
ତେବର୍ପାଇ ମୁଇ ତକେ କଇଲିନି, ଏ ମାଇଜିର୍ କେତେ କେତେ ପାପ୍ କେମାଅଇଲାଆଚେ, କାଇକେବଇଲେ ସେ ବେସି ଆଲାଦ୍ କଲା, ମାତର୍ ଜାକେ ଅଲପ୍ କେମା ଦିଆଅଇସି, ସେ ଅଲପ୍ ଆଲାଦ୍ କର୍ସି ।”